ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ,ଅପରାହ୍ଣ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି
ହୋହାଲ୍ଲା ସତ୍ତ୍ବେ ୨୦ ମିନିଟ୍ ଚାଲିଲା ପ୍ରଶ୍ନକାଳ। ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ପଞ୍ଚମ ଦିନ। ଆଜି ବିଧାନସଭା ଆରମ୍ଭରୁ ହିଁ ପୁଣି ହଟ୍ଟଗୋଳ କରିଥିଲେ ବିରୋଧୀ…
