Month: September 2025

ଅକ୍ଟୋବରରେ ବାତ୍ୟା ଆଶଙ୍କା କରାଯାଉଛି

ଭୁବନେଶ୍ୱର : ପ୍ରଶାନ୍ତ ମହାସାଗରରେ ଲାନିନା ସ୍ଥିତି ସୃଷ୍ଟି ହୋଇଛି । ଫଳରେ ଭାରତ ମହାସାଗରରେ ବାତ୍ୟା ହେବାର ଆଶଙ୍କା ସୃଷ୍ଟିହୋଇଛି । ଲାନିନା ପାଇଁ ଜଳବାୟୁରେ ଆର୍ଦ୍ରତା ବୃଦ୍ଧି ହେବ । ବିଶେଷକରି ଭାରତ ମହାସାଗର ଓ ଭାରତ ଉପରେ…

ମାତୃଭାଷାରେ ଶିକ୍ଷା ସମୟର ଆବଶ୍ୟକତା, ଓଡ଼ିଶାବାସୀଙ୍କ ସମୃଦ୍ଧି ଉପରେ ବିଶ୍ୱବିଦ୍ୟାଳୟ ଚିନ୍ତା କରିବା ଆବଶ୍ୟକ – ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ମାନ୍ୟବର ରାଜ୍ୟପାଳ ଡଃ. ହରିବାବୁ କମ୍ଭମପାଟି, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ସ୍ୱାଇଁ, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଓ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖ ଯୋଗଦେଲେ।…

ରାଜ୍ୟ ପ୍ରଶାସନର ହେବ ଆଧୁନିକୀକରଣ, ମୋହନ ସରକାର କିଣିବେ AI ଉପକରଣ

ଭୁବନେଶ୍ୱର: ସେମିକଣ୍ଡକଟର ପରେ ଏଆଇ (AI) କୁ ଗୁରୁତ୍ବ । ମୋହନ ସରକାରଙ୍କ ଫୋକସରେ ଆର୍ଟିଫିସିଆଲ ଇଣ୍ଟେଲିଜେନସ । ପ୍ରଶାସନିକ ଦକ୍ଷତାକୁ ସୁଦୃଢ଼ କରିବା ଏବଂ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି କରିବା ପାଇଁ ଓଡ଼ିଶା ସରକାର ସମସ୍ତ ବିଭାଗକୁ ଏଆଇ ଉପକରଣ…

ଭିସୁଟ, ବୁର୍ଲାର ୧୬ତମ ସମାବର୍ତ୍ତନ ସମାରୋହରେ ଯୋଗଦେଲେ ରାଜ୍ୟପାଳ

ବୁର୍ଲା: ଦଶନ୍ଧି ଦଶନ୍ଧି ଧରି ଭିସୁଟ ରାଜ୍ୟ ତଥା ଦେଶରେ ବୈଷୟିକ ଶିକ୍ଷାର ପ୍ରସାର କରିଆସୁଛି। ଗରିବ ଓ ସାଧାରଣ ଘରୁ ଆସି ଭିସୁଟରେ ପଢୁଥିବା ପିଲାମାନେ ଆମ ଦେଶର ବୈଜ୍ଞାନିକ ଓ ଇଞ୍ଜିନିୟରିଂ ଶକ୍ତିର ପ୍ରତୀକ ହୋଇଛନ୍ତି ବୋଲି ଶନିବାର…

କେନ୍ଦୁଝରରେ ‘ଶୂନ ଦୁର୍ଘଟଣା ଦିବସ’ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟରୁ ଦୁର୍ଘଟଣା ଶୂନ୍ୟ କରିବା ପାଇଁ ମୋହନ ସରକାରଙ୍କ ଲକ୍ଷ୍ୟ । ଓଡ଼ିଶାକୁ ଏକ ଦୁର୍ଘଟଣା ଶୂନ୍ୟ ରାଜ୍ୟ ଭାବରେ ଗଢ଼ିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ବାନ । ‘ସୁରକ୍ଷିତ ଗାଡ଼ି ଚଳାଇବା, ସୁରକ୍ଷିତ ଘରକୁ ଫେରିବା’ ବାର୍ତ୍ତା…

ଆଜିର ରାଶିଫଳ – ୧୪ ସେପ୍ଟେମ୍ବର ୨୦୨୫ – ଜାଗ୍ରତ ଭାରତ ନ୍ୟୁଜ୍ ପ୍ରସ୍ତୁତି

🌞 ଆଜିର ରାଶିଫଳ – ୧୪ ସେପ୍ଟେମ୍ବର ୨୦୨୫ – ଜାଗ୍ରତ ଭାରତ ନ୍ୟୁଜ୍ 🐏 ମେଷ-ଭାଗ୍ୟ: କାର୍ଯ୍ୟକ୍ଷେତ୍ରରେ ନୂତନ ସୁଯୋଗ। ପରିବାରରେ ସମ୍ମାନ ବଢ଼ିବ। ଶୁଭ ରଙ୍ଗ: ଲାଲ ଶୁଭ ସଂଖ୍ୟା: ୯ ଶୁଭ ସମୟ: ପ୍ରଭାତି ୯:୧୫ –…

ଭଟଲି ପଞ୍ଚାୟତ ସମିତିରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ

ଭଟଲି ପଞ୍ଚାୟତ ସମିତିରେ ବ୍ଲକ ସ୍ତରୀୟ ଜନ ଶୁଣାଣୀ ଭଟଲି : -ଭଟଲି ପଞ୍ଚାୟତ ସମିତି ସଭାଗୃହରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ବ୍ଲକ ସ୍ତରୀୟ ଜନ ଶୁଣାଣୀ…

ଏବେ ଛୋଟ ସହରରେ ହେବ ଆଇଟି ପାର୍କ: ଓଡ଼ିଶା ସୂଚନା ପ୍ରଯୁକ୍ତି ନୀତି -୨୦୨୫ ଜାରି

ଭୁବନେଶ୍ୱର : ରାଜ୍ୟରେ ସୂଚନା ପ୍ରଯୁକ୍ତି କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ରାଜ୍ୟ ସରକାର ଆଇଟି ପଲିସି-୨୦୨୫ ଜାରି କରିଛନ୍ତି। ଏହା ଜରିଆରେ ଭୁବନେଶ୍ବର ସମେତ ରାଜ୍ୟର ପ୍ରମୁଖ ସହର ଗୁଡ଼ିକୁ ଆଇଟି ହବ୍‌ରେ ପରିଣତ କରିବା ପାଇଁ ସରକାର…

ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ସେପ୍ଟେମ୍ବର ୨୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବ୍ରହ୍ମପୁରରେ ହେବାକୁ ଥିବା ଯୁବ ସମାବେଶରେ ସାମିଲ ହୋଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଗତକାଲି ଏକ ଟିମ ବ୍ରହ୍ମପୁର ଆସି କାର୍ଯ୍ୟକ୍ରମ ସ୍ଥଳୀ…

‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ; ଦରମା ମିଳି ନଥିବାରୁ ଆନ୍ଦୋଳନ

ଭୁବନେଶ୍ୱର: ‘ଆମ ବସ୍‌’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ । ୪୨ ଦିନ ହେବ ଦରମା ମିଳି ନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ ଅଟକିଛି ୪୩ଟି ବସ୍‌ । ଓଭର ଡ୍ୟୁଟି ଚାପ, ESI ସମସ୍ୟା, ସାପ୍ତାହିକ…

You missed