Month: September 2025

ପୋଲିସ ସହ ମାଓବାଦୀଙ୍କ ଗୁଳିବିନିମୟ : କୁଖ୍ୟାତ ମାଓବାଦୀ ନିହତ

ଭୁବନେଶ୍ୱର, ୦୭/୦୯ : ପଶ୍ଚିମ ସିଂହଭୂମ ଜିଲ୍ଲାରେ ଆଜି ଭୋର ସମୟରେ ଗୋଇଲକେରା ଥାନା ଅଞ୍ଚଳର ଆରାହାସା ପଞ୍ଚାୟତର ରେଲା ଗ୍ରାମର ବୁର୍ଜୁୱା ପାହାଡ଼ ନିକଟରେ ପୋଲିସ ଏବଂ ସିପିଆଇ ମାଓବାଦୀ ନକ୍ସଲ ମଧ୍ୟରେ ଏକ ଏନକାଉଣ୍ଟର ଚାଲିଛି। ଚୈବସା ପୋଲିସ…

“ସ୍ୱାସ୍ଥ୍ୟ ହିଁ ସମ୍ପଦ” ଜିଲ୍ଲାପାଳଙ୍କ ନୂତନ ପରିକଳ୍ପନା ଓ ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ ଅଭିନବ ପ୍ରୟାସ ରେ ସରକାରୀ କର୍ମଚାରୀ ଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର

“ସ୍ୱାସ୍ଥ୍ୟ ହିଁ ସମ୍ପଦ” ଜିଲ୍ଲାପାଳଙ୍କ ନୂତନ ପରିକଳ୍ପନା ଓ ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଙ୍କ ଅଭିନବ ପ୍ରୟାସ ରେ ସରକାରୀ କର୍ମଚାରୀ ଙ୍କ ପାଇଁ ସ୍ୱାସ୍ଥ୍ୟ ଶିବିର ଭବାନୀପାଟଣା:ତା 7.09.2025- “ସ୍ୱାସ୍ଥ୍ୟ ହିଁ ସମ୍ପଦ” କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ…

ଇଦଘା ମହଲାର ଗସିଆ କମିଟି ପକ୍ଷରୁ ମହମ୍ମଦ ଜୟନ୍ତୀପାଳନ

ଇଦଘା ମହଲାର ଗସିଆ କମିଟି ପକ୍ଷରୁ ମହମ୍ମଦ ଜୟନ୍ତୀପାଳନ କଟକ ଇଦିଘା ମହଲାର ଗସିଆ କମିଟି ପକ୍ଷରୁ ମହମ୍ମଦ ଜୟନ୍ତୀ ପାଳିତ ହୋଇଯାଇଛି।ଇସଲାମ ଧର୍ମର ମହାପୁରୁଷ ମହମ୍ମଦ ଜୟନ୍ତୀ ଉପଲକ୍ଷେ କୋରାନ ପାଠ,ନାତ୍ ସରିଫ୍ ପାଠ କରାଯାଇଥିଲା। ଗତକାଲି କଟକ ସହରରେ…

ଆସନ୍ତା ୨୭ ତାରିଖରେ ହେବ ସ୍ପେଶାଲ୍‌ ଓଟିଇଟି ପରୀକ୍ଷା

ଭୁବନେଶ୍ୱର – ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସ୍ପେଶାଲ୍‌ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଆସନ୍ତା ୨୭ ତାରିଖରେ ଦୁଇଟି ସିଟିଂରେ ଅନୁଷ୍ଠିତ ହେବ । ଏ ନେଇ ବୋର୍ଡ ପକ୍ଷରୁ ଶନିବାର ଦିନ ବିଜ୍ଞପ୍ତି ପ୍ରକାଶ…

ମୁଣ୍ଡଳୀରେ ସର୍ବୋଚ୍ଚ ସ୍ଥାନରେ ମହାନଦୀ ବନ୍ୟାଜଳ, ଯେ କୌଣସି ପରିସ୍ଥିତି ଉପୁଜିଲେ ଆମେ ପ୍ରସ୍ତୁତ ଅଛୁ: ଚନ୍ଦ୍ରଶେଖର ପାଢ଼ୀ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଅନେକ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ, ଆହୁରି ୩ଦିନ ବର୍ଷିବ ବୋଲି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଆଜି ମଧ୍ୟ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।…

ରାଜ୍ୟ ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ୪ ନମ୍ବର ୟୁନିଟ୍‌ ସ୍ଥିତ ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ ହୋଇଯାଇଛି। ବାଚସ୍ପତି ସୁରମା ପାଢ଼ୀ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଉପସ୍ଥିତିରେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହି ଅବସରରେ ବିଧାନସଭାର ସଚିବ ସତ୍ୟବ୍ରତ…

ଖାକିରେ ଦାଗ ;୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ SI

କଟକ: ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ପୋଲିସ ଏସ୍‌ଆଇ (SI of Police) । କୋଡିଏ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । କଟକ ଜିଲ୍ଲା ବାଙ୍କୀ ଥାନା ଅଧୀନରେ ଥିବା ସୁବର୍ଣ୍ଣପୁର…

ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ପ୍ରଧାନମନ୍ତ୍ରୀ, ଘୋଷଣା କରିପାରନ୍ତି ସ୍ୱତନ୍ତ୍ର ପ୍ୟାକେଜ୍

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୯ ତାରିଖରେ ପଞ୍ଜାବ ଗସ୍ତ କରିବେ। ପଞ୍ଜାବରେ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୋଦି। ପଞ୍ଜାବର ସତଲେଜ, ବ୍ୟାସ ଓ ରାଭି ନଦୀରେ ଜଳସ୍ତର ବୃଦ୍ଧି ଯୋଗୁଁ ୪୬ ଜଣଙ୍କର ମୃତ୍ୟୁ ହୋଇଥିବା…

ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ

ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଦିନେ ପୂର୍ବରୁ ଦିଲ୍ଲୀ ଗସ୍ତରୁ ଫେରିଥିଲେ ମନମୋହନ । ପୂର୍ବ ଗସ୍ତରେ ବିଜେପି କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା କରିଥିଲେ । Post Views: 13

ଦଧିବାମନଜୀଉ ମଠ ପରିସରରେ ଶ୍ରୀମଦ୍ ଭାଗବତ ଜନ୍ମୋତ୍ସବ ପାଳନ

ଦଧିବାମନଜୀଉ ମଠ ପରିସରରେ ଶ୍ରୀମଦ୍ ଭାଗବତ ଜନ୍ମୋତ୍ସବ ପାଳନ ଢେଙ୍କାନାଳ, ୭/୯: ସ୍ଥାନୀୟ ଦଧିବାମନଜୀଉ ମଠ ପରିସରରେ ଶ୍ରୀମଦ୍ ଭାଗବତ ପରିଷଦର ସଦସ୍ୟମାନଙ୍କ ଦ୍ବାରା ଶ୍ରୀମଦ୍ ଭାଗବତ ଜନ୍ମ ବିଧି ପୂର୍ବକ ପାଳିତ ହୋଇଛି । ଚୈତନ୍ୟ ମହାପ୍ରଭୁଙ୍କ ପାଦପଦ୍ମ ଭାଗବତ…

You missed