ମୁଁ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବି, ସେ ଜଣେ ମହାନ ପ୍ରଧାନମନ୍ତ୍ରୀ: ଡୋନାଲ୍ଡ ଟ୍ରମ୍ପ
ଭାରତ-ଆମେରିକା ସଂପର୍କକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ। ଦୁଇ ଦେଶ ମଧ୍ୟରେ ଥିବା ସଂପର୍କକୁ ସ୍ବତନ୍ତ୍ର କହିଲେ ଟ୍ରମ୍ପ। ମୁଁ ସବୁବେଳେ ମୋଦିଙ୍କ ବନ୍ଧୁ ହୋଇ ରହିବି, ସେ ଜଣେ ମହାନ ପ୍ରଧାନମନ୍ତ୍ରୀ । କିନ୍ତୁ ରୁଷିଆ ସହ ଭାରତର…
