ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀର ଯଶୋଭୂମିରେ ‘ସେମିକନ୍ ଇଣ୍ଡିଆ – ୨୦୨୫’ର ଉଦଘାଟନ କରିବେ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨ ସେପ୍ଟେମ୍ବର ସକାଳ ପ୍ରାୟ ୧୦ ଟାରେ ନୂଆଦିଲ୍ଲୀର ଯଶୋଭୂମି ଠାରେ ‘ସେମିକନ ଇଣ୍ଡିଆ – ୨୦୨୫’ର ଉଦ୍ଘାଟନ କରିବେ, ଯାହା ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍କୁ ପ୍ରୋତ୍ସାହିତ କରିବାକୁ ଲକ୍ଷ୍ୟ ରଖିଛି। ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର ୩…
