୮୦୦ ଏକର ଜମିରେ ହେବ ନୂଆ ଭୁବନେଶ୍ୱର: ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର – ରାଜଧାନୀର ଉପକଣ୍ଠରେ ଥିବା ମାଳିପଡ଼ା, ଦଶପୁର, ଅନ୍ଧାରୁଆ ଏବଂ ଗୋଠପାଟଣା ଅଞ୍ଚଳରେ ୮୦୦ଏକର ଜମିରେ ଏକ ନୂତନ ଭୁବନେଶ୍ୱର ପ୍ରତିଷ୍ଠା ହେବ। ଏହା ଓଡ଼ିଶାର ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।…
