Month: September 2025

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟା ଜଳ

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟା ଜଳ ଭୁବନେଶ୍ବର: ମହାନଦୀ ଦେଇ ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟା ଜଳ। ସକାଳ ୭ଟା ସୁଦ୍ଧା ୫ ଲକ୍ଷ ୩୦ ହଜାର ୬୨୯ କ୍ୟୁସେକ୍ ଜଳ ପ୍ରବାହିତ ହେଉଥିବା ସୂଚନା। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ…

ଓଡିଶା ପ୍ରୋ ଟି୨୦ ଲିଗ: ଫାଇନାଲରେ ସମ୍ବଲପୁର ୱାରିୟର୍ସ

କଟକ: ଚଳିତ ଓଡିଶା ପ୍ରୋ ଟି୨୦ ଲିଗ କ୍ରିକେଟ ଟୁର୍ଣ୍ଣାମେଂଟର ଫାଇନାଲରେ ସମ୍ବଲପୁର ୱାରିୟର୍ସ ପ୍ରବେଶ କରିଛି । ସମ୍ବଲପୁର ଫାଇନାଲରେ ପୁରୀ ଟାଇଟାନ୍ସ ଓ କଟକ ପାନ୍ଥର୍ସ ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲର ବିଜେତାକୁ ଭେଟିବ । ଶୁକ୍ରବାର…

ଶନିବାର ଦିନ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, ଝାରସୁଗୁଡାରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତାକାଲି ଶନିବାର ଦିନ ଓଡିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ରାଜ୍ୟ ସରକାର ତଥା ରାଜ୍ୟ ବିଜେପି ବେଶ ଚଳଚଞ୍ଚଳ ହୋଇ ଉଠିଛି। ପ୍ରଧାନମନ୍ତ୍ରୀ ଝାରସୁଗୁଡା ଆସି ସେଠାରେ ଯୁବ ସେବା ସମାବେଶରେ ଯୋଗଦେବେ। ତେବେ ତା…

ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଓ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାରର ନିର୍ବାଚନ ପ୍ରଭାରୀ ଦାୟିତ୍ବ

ଭୁବନେଶ୍ୱର : ବିଭିନ୍ନ ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଘୋଷଣା କଲା ବିଜେପି । ବୈଜୟନ୍ତଙ୍କୁ ମିଳିଲା ବଡ଼ ଦାୟିତ୍ୱ । ବୈଜୟନ୍ତ ପଣ୍ଡାଙ୍କୁ ତାମିଲନାଡୁ ଇଲେକ୍ସନ୍‌ ଇନଚାର୍ଜ ଦାୟିତ୍ବ ଦିଆଯାଇଛି ଓ ମୁରଲୀଧର ମୋହୋଲ ନିର୍ବାଚନ ସହ-ପ୍ରଭାରୀ ଦାୟିତ୍ବ ଦିଆଯାଇଛି…

ସୁଧୁରିଲା ଅଭିଜିତ ମଜୁମଦାରଙ୍କ ସ୍ଵାସ୍ଥ୍ୟାବସ୍ଥା

ସଙ୍ଗୀତ ନିର୍ଦେଶକ ଅଭିଜିତ ମଜୁମଦାର ସ୍ଵାସ୍ଥ୍ୟରେ ସୁଧାର ଆସିଥିବା ଭୁବନେଶ୍ଵର ଏମ୍‌ସ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ତାଙ୍କ ଆଇସିୟୁ ଓ୍ବାର୍ଡରୁ ବାହାର କରି ମେଡିସିନ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି।ସୂଚନାଯୋଗ୍ୟ, ଅଭିଜିତ ଫୁସଫୁସ ସଂକ୍ରମଣ ଜନିତ ରୋଗରେ ପୀଡ଼ିତ ଥାଇ ଚିକିତ୍ସା…

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା; ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ

ଅଳିଆରୁ ପ୍ରସ୍ତୁତ ହେବ ଏନର୍ଜି, ନିର୍ମାଣ ହେବ ପ୍ଲାଣ୍ଟ । ବିଏମ୍‌ସି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ବିଏମ୍‌ସି ଅଞ୍ଚଳରୁ ପ୍ରତିଦିନ ୮୦୦ ଟନ୍‌ ଅଳିଆ ବାହାରୁଛି । ଏନର୍ଜି ପ୍ଲାଣ୍ଟ, ବାୟୋଗ୍ୟାସ କମ୍ପୋଷ୍ଟିଙ୍ଗ ପ୍ଲାଣ୍ଟ ନିର୍ମାଣ ପାଇଁ…

ବାଲିଯାତ୍ରା ପ୍ଲଟ୍ ଆବେଦନ ଆରମ୍ଭ, ପଞ୍ଜୀକରଣ ରାଶି ୫ ହଜାର ଟଙ୍କା

କଟକ – କଟକ ବାଲିଯାତ୍ରା ପ୍ଲଟ୍ ଆବଣ୍ଟନ ନିଲାମ ମାଧ୍ୟମରେ କରାଯିବ । ଆଜି ଠାରୁ ଅକ୍ଟୋବର ୯ ମଧ୍ୟରେ ୧୦୦ ଟଙ୍କାରେ ମିଳିବ ଆବେଦନପତ୍ର । ବାରବାଟୀ ପ୍ୟାଲେସ୍‌ରୁ ସଂଗ୍ରହ ଓ ଦାଖଲ କରିପାରିବେ ଆବେଦନପତ୍ର । ଜଣେ ବ୍ୟକ୍ତି/ଅନୁଷ୍ଠାନ…

ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ। ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରାୟ ୧୪…

ଦ୍ବିତୀୟ ପର୍ଯ୍ୟାୟ “ସମ୍ଭବ” ପ୍ରଶିକ୍ଷଣ ଶିବିରର ଚତୁର୍ଥ ଦିବସରେ ପ୍ରଧାନ ଶିକ୍ଷକମାନଙ୍କୁ ୟୁଡାଇସ୍ ପ୍ଲସ୍ (UDISE+) ସଂମ୍ପର୍କରେ ପ୍ରଶିକ୍ଷଣ

*ଦ୍ବିତୀୟ ପର୍ଯ୍ୟାୟ “ସମ୍ଭବ” ପ୍ରଶିକ୍ଷଣ ଶିବିରର ଚତୁର୍ଥ ଦିବସରେ ପ୍ରଧାନ ଶିକ୍ଷକମାନଙ୍କୁ ୟୁଡାଇସ୍ ପ୍ଲସ୍ (UDISE+) ସଂମ୍ପର୍କରେ ପ୍ରଶିକ୍ଷଣ* ବରଗଡ଼:୨୫/୯(ପବିତ୍ର ମେହେର) ବରଗଡ଼ ଜିଲ୍ଲା ସଦରମହକୁମାରେ ଅବସ୍ଥିତ ପି ଏମ ଶ୍ରୀ ବାଳିକା ହାଇସ୍କୁଲ, ବରଗଡ଼ରେ ପଞ୍ଚଦିବସୀୟ ପ୍ରଶିକ୍ଷଣ ଶିବିର “ସମ୍ଭବ”ର…

“ଡବଲ ଇଂଜିନ ସରକାରରେ ଟ୍ରିପଲ ହଇରାଣ ।ବ୍ଲକ କାର୍ଯ୍ୟାଳୟରେ ଚାଉଳ ନ ପାଇଁ ହିତାଧିକାରୀ ହଟହଟା “।ବାଃ ବାଃରେ ପ୍ରଶାସନୀକ ଅଧିକାରୀ

“ଡବଳ ଇଂଜିନ ସରକାରରେ ଟ୍ରିପଲ ହଇରାଣ ।ବ୍ଲକ କାର୍ଯ୍ୟାଳୟରେ ଚାଉଳ ନ ପାଇଁ ହିତାଧିକାରୀ ହଟହଟା “।ବାଃ ବାଃରେ ପ୍ରଶାସନୀକ ଅଧିକାରୀ ବରଗଡ:୨୫/୯(ପବିତ୍ର ମେହେର) ବରଗଡ ଜିଲ୍ଲା ଅତାବିରା ବିଜ୍ଞାପିତ ଅଞ୍ଚଳରେ ରାସନ କାର୍ଡ ଧରି ଯୋଗାଣ କାର୍ଯ୍ୟାଳୟରେ ପହଞ୍ଚିଥିଲେ ହିତାଧିକାରୀ…

You missed