Month: November 2025

ବିହାରର ଏନ୍‌ଡିଏର ବିପୁଳ ବିଜୟ ପରେ ଓଡ଼ିଶା ଫେରିଲେ ଧର୍ମେନ୍ଦ୍ର ପ୍ରଧାନ, ବିମାନବନ୍ଦର କରାଗଲା ସ୍ବାଗତ ସମ୍ବର୍ଦ୍ଧନା

ବିହାରର ଏନ୍‌ଡିଏର ବିପୁଳ ବିଜୟ ପରେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା । ଭୁବନେଶ୍ବରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା। ବିହାର ବିଜୟ ମୋଦିଙ୍କ ନେତୃତ୍ବକୁ ବଡ଼ ସ୍ବୀକୃତି କହିଲେ ଧର୍ମେନ୍ଦ୍ର। ବିହାରରେ ଲଗାତାର ୨୦ ବର୍ଷ ଶାସନ ପରେ…

ବିଧାନସଭାରେ ବିଧାୟକ ଭାବେ ଶପଥ ନେଲେ ଜୟ ଢୋଲକିଆ

ଭୁବନେଶ୍ଵର : ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିପୁଳ ଭୋଟରେ ଜୟଯୁକ୍ତ ହୋଇଛନ୍ତି । ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ । ଆଜି ବିଧାନସଭାରେ ସେ ଶପଥ ନେଇଛନ୍ତି। ବିଧାୟକ ଭାବେ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର

ବିହାର : ବିହାରରେ ଆଜିଠୁ ନୀତିଶ ସରକାର । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନୀତିଶ କୁମାର । ନୀତିଶଙ୍କୁ ପଦ ଗୋପନୀୟତା ପାଠ କରାଇଛନ୍ତି ରାଜ୍ୟପାଳ । ଦଶମ ଥର ଭାବେ ନୀତିଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।…

ଆଜିର ରାଶିଫଳ – 22 ନଭେମ୍ବର 2025

🌞 ଆଜିର ରାଶିଫଳ – 22 ନଭେମ୍ବର 2025 ଜାଗ୍ରତ ଭାରତ ନ୍ୟୁଜ୍ ପ୍ରସ୍ତୁତି (ଶୁଭ ସଂଖ୍ୟା • ଶୁଭ ରଙ୍ଗ • ଶୁଭ ସମୟ • ପ୍ରତିକାର ସହ) ♈ ମେଷରାଶିଫଳ: ଆଜି ନୂତନ କାମ ଆରମ୍ଭ ପାଇଁ ଶୁଭ…

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ; ୮ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟାରେ କ୍ୟାବିନେଟ ବୈଠକ ବସିବ । ଏଥିରେ ବିଭିନ୍ନ ବିଭାଗର ୮ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ମୋହର…

ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା;୧୩ଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର

ଆସନ୍ତା ୨୫ ତାରିଖରେ ମେଗା ନିଯୁକ୍ତି ମେଳା କରିବେ ରାଜ୍ୟ ସରକାର । ୧୩ଟି ବିଭାଗରେ ୭ ହଜାରରୁ ଅଧିକ ଜଣଙ୍କୁ ବଣ୍ଟନ ହେବ ନିଯୁକ୍ତି ପତ୍ର । ଏନେଇ ତାଲିକା ମଧ୍ୟ ପ୍ରସ୍ତୁତ ହୋଇଛି । ୨୫ ତାରିଖରେ କଳିଙ୍ଗ…

ଭାରତର ଇସ୍ପାତ କ୍ଷେତ୍ରରେ ପ୍ରଗତି ଲାଗି ଭୁବନେଶ୍ୱରରେ ଚିନ୍ତନ ଶିବିରକୁ ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ଵର: ଭାରତର ଇସ୍ପାତ କ୍ଷେତ୍ରର ଭବିଷ୍ୟତ ପ୍ରଗତି ନିମନ୍ତେ ଗହନ ବିଚାରବିମର୍ଶ କରିବା ଉଦ୍ଦେଶ୍ୟରେ ଆଜି ଠାରୁ ଭୁବନେଶ୍ୱର ଠାରେ ଦୁଇ ଦିନିଆ ଚିନ୍ତନ ଶିବିର ଆରମ୍ଭ ହୋଇଛି। କେନ୍ଦ୍ର ଇସ୍ପାତ ମନ୍ତ୍ରୀ ଏଚ. ଡି କୁମାର ସ୍ୱାମୀ ଏହି କାର୍ଯ୍ୟକ୍ରମକୁ…

୩୧୦୦ କୋଟି ଠକେଇର ପର୍ଦ୍ଦାଫାସ: ଲଗଜରୀ କାର, ନଗଦ ଏବଂ କ୍ରିପ୍ଟୋ ଜବତ, ପାଞ୍ଚ ଗିରଫ

ନୁଆଦିଲ୍ଲୀ: ରାଜସ୍ଥାନ ଭରତପୁରରେ ୩,୧୦୦ କୋଟି ଟଙ୍କାର ଏକ ଠକେଇର ପର୍ଦ୍ଦାଫାସ କରି ପୋଲିସ ପାଞ୍ଚ ଜଣ ଅପରାଧୀଙ୍କୁ ଗିରଫ କରିଛି। ପୋଲିସ ଅଧୀକ୍ଷକ ପଙ୍କଜ ଯାଦବ କହିଛନ୍ତି ଯେ, ପୋଲିସ ଅଭିଯୁକ୍ତଙ୍କଠାରୁ ୪୦ ଲକ୍ଷ ଟଙ୍କା ନଗଦ, ସୁନା ଅଳଙ୍କାର,…

ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ର ଏକ ଜୀବନ୍ତ ପ୍ରଦର୍ଶନୀ

ନୁଆଦିଲ୍ଲୀ: ଭାରତ ମଣ୍ଡପମରେ ଅନୁଷ୍ଠିତ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (ଆଇଆଇଟିଏଫ୍‌), ଭାରତର ସର୍ବବୃହତ ଏବଂ ସାଂସ୍କୃତିକ ଦୃଷ୍ଟିରୁ ଏକ ଆକର୍ଷଣୀୟ ପ୍ରଦର୍ଶନୀ ଭାବରେ ଉଭା ହୋଇଛି। ଏହାର ୪୪ବର୍ଷର ଐତିହ୍ୟ ଏବଂ ଏହି ବର୍ଷର ‘ଏକ ଭାରତ ଶ୍ରେଷ୍ଠ ଭାରତ’…

ଧାନ କ୍ଷେତ୍ରରେ ତାମିଲନାଡୁ ଦ୍ୱାରା କରାଯାଇଥିବା କାର୍ଯ୍ୟ ବିଶ୍ୱ ସ୍ତରରେ ଅତୁଳନୀୟ: ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତକାଲି ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫ ରେ ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ। ପ୍ରାକୃତିକ କୃଷିରେ ନିୟୋଜିତ ଚାଷୀମାନଙ୍କୁ ଅଭିବାଦନ ଜଣାଇ ଶ୍ରୀ ମୋଦୀ କଦଳୀ ଉତ୍ପାଦନ ଦେଖିଥିଲେ ଏବଂ…