ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ୍
ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି। ଭୁବନେଶ୍ଵର ସ୍ପେଶାଲ କୋର୍ଟରେ ଏନ୍ଆଇଏ ପକ୍ଷରୁ ଚାର୍ଜସିଟ୍ ଦାଖଲ କରାଯାଇଛି। ବାଂଲାଦେଶୀ ନାବାଳିକା ମାନଙ୍କୁ ଚାକିରି ଦେବା ନାଁରେ ଆଣି ଅନୈତିକ କାର୍ଯ୍ୟରେ ଲଗାଉଥିବା…
