ଆସନ୍ତାକାଲି ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, “୨୧ତମ ପିଏମ୍ କିଷାନ” ଯୋଜନାର କିସ୍ତି ପ୍ରଦାନ କରିବେ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଗସ୍ତରେ ଯିବେ । ଆନ୍ଧ୍ରପ୍ରଦେଶ ଗସ୍ତ ସମୟରେ ଶ୍ରୀ ମୋଦୀ ପୁଟପର୍ତ୍ତୀସ୍ଥିତ ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ମହାସମାଧି ପରିଦର୍ଶନ କରି ପୁଷ୍ପାର୍ଘ୍ୟ ପ୍ରଦାନ କରିବେ । ଭଗବାନ ଶ୍ରୀ ସତ୍ୟସାଇବାବାଙ୍କ…
