ଦିଲ୍ଲୀରେ ବିସ୍ଫୋରଣ ପରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଦେଲେ ନିର୍ଦ୍ଦେଶ
ଦିଲ୍ଲୀରେ ବିସ୍ଫୋରଣ ପରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଦେଲେ ନିର୍ଦ୍ଦେଶ ଭୁବନେଶ୍ୱର: ଦିଲ୍ଲୀରେ ଆଜି ସନ୍ଧ୍ୟାରେ ଘଟିଥିବା ବିସ୍ଫୋରଣ ଏବଂ ସାଧାରଣ ଲୋକଙ୍କ ଜୀବନହାନି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ…
