Month: November 2025

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

ନୁଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅଙ୍ଗୋଲା ଏବଂ ବୋତ୍ସ୍ୱାନା ଅଭିମୁଖେ ଯାତ୍ରା କରିଛନ୍ତି। ଏହି ଦୁଇ ଆଫ୍ରିକୀୟ ଦେଶକୁ ଜଣେ ଭାରତୀୟ ରାଷ୍ଟ୍ରପତିଙ୍କ ଏହା ପ୍ରଥମ ଗସ୍ତ ହେବ। ନଭେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଗସ୍ତ…

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ, ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ, ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍ ନୁଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ । ଆଜି ଅପରାହ୍ନ ୪ଟାରୁ ଲାଗୁ ହେବ ସାଇଲେନ୍ସ ପିରିୟଡ୍। ନୀରବ ଅବଧି ପୂର୍ବରୁ ସମସ୍ତ…

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତର ଆଧୁନିକ ରେଳ ଭିତ୍ତିଭୂମିକୁ ବିସ୍ତାର କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ…

ନୂଆପଡ଼ାରେ ବିଜେଡି ନେତାଙ୍କ ଘରେ ଆୟକର(ଆଇଟି) ବିଭାଗ ପକ୍ଷରୁ ଚଢ଼ାଉ

ନୂଆପଡ଼ା: ନୂଆପଡ଼ାରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ ଆୟକର(ଆଇଟି) ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୁନେଦ ଗତ ଶୁକ୍ରବାର କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ। ଜୁନେଦଙ୍କ ଘର ସମେତ ଅନ୍ୟ କେତେକ ସ୍ଥାନରେ ଚଢ଼ାଉ ହୋଇଥିବା ଜଣାପଡ଼ିଛି। ତେବେ…

କୋଣାର୍କ ସୂର୍ଯ୍ୟ ମନ୍ଦିର ନାଟମଣ୍ଡପରେ ପର୍ଯ୍ୟଟକଙ୍କ ଚଢ଼ିବା ଉପରେ କଟକଣା

କୋଣାର୍କ – ଏଣିକି କୋଣାର୍କ ସୂର୍ଯ୍ୟ ମନ୍ଦିର ନାଟମଣ୍ଡପରେ ପର୍ଯ୍ୟଟକଙ୍କ ଚଢ଼ିବା ଉପରେ ଭାରତୀୟ ପ୍ରତ୍ନତତ୍ତ୍ଵ କର୍ତ୍ତୃପକ୍ଷ (ଏଏସ୍‌ଆଇ) କଟକଣା ଜାରି କରିଛି । ବିଶ୍ଵ ଐତିହ୍ୟ ସୂର୍ଯ୍ୟମନ୍ଦିର ନିୟମିତ ଭାବେ ଦୁର୍ଘଟଣା ଘଟୁଥିବାକୁ ଦୃଷ୍ଟିରେ ଏପରି ନିୟମ କରାଯାଇଛି ।…

ସାଇ ସତସଙ୍ଗ ସେବା ଟ୍ରଷ୍ଟ ଆନୁକୂଲ୍ୟରେ 3ଦିନ ବ୍ୟାପି ହବାକୁ ଥିବା ବାର୍ଷିକ ଉତ୍ସବ ର ଉଦଘାଟନୀ ଶନିବାର ଅନୁଷ୍ଠିତ ହୋଇଯାଇଛି

ସାଇ ସତସଙ୍ଗ ସେବା ଟ୍ରଷ୍ଟ ଆନୁକୂଲ୍ୟରେ 3ଦିନ ବ୍ୟାପି ହବାକୁ ଥିବା ବାର୍ଷିକ ଉତ୍ସବ ର ଉଦଘାଟନୀ ଶନିବାର ଅନୁଷ୍ଠିତ ହୋଇଯାଇଛି. ପ୍ରଥମ ଦିନ ସାଇ ବାବା ଙ୍କ ର ଏକ ବିଶାଳ ଶୋଭାଯାତ୍ରା ସୌଦାମିନୀ ସ୍କୁଲ ଠାରୁ ବାହାରି ଶ୍ରୀରାମ…

ହିନ୍ଦୋଳ କଲ୍ୟାଣ ସଂଗଠନର ଜଙ୍ଗଲ ଓ ପରିବେଶ ସୁରକ୍ଷା କାର୍ଯ୍ୟକ୍ରମ

ହିନ୍ଦୋଳ କଲ୍ୟାଣ ସଂଗଠନର ଜଙ୍ଗଲ ଓ ପରିବେଶ ସୁରକ୍ଷା କାର୍ଯ୍ୟକ୍ରମ ହିନ୍ଦୋଳ -ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ ଉପଖଣ୍ଡ ସ୍ଥିତ ହିନ୍ଦୋଳ କଲ୍ୟାଣ ସଂଗଠନ ଭୁବନେଶ୍ୱର ପକ୍ଷରୁ ଆଜି ଓଡାପଡା ବ୍ଲକ ଅନ୍ତର୍ଗତ ଵଦାଳୁ ସ୍ଥିତ ଲଷ୍ମୀପ୍ରିୟା ହାଇସ୍କୁଲ ଠାରେ ଜଙ୍ଗଲ ଓ…

ଅଭିନେତା ଅଶ୍ରୁମୋଚନଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା କାର୍‌

ଓଲିଉଡ୍ ଅଭିନେତା ଅଶ୍ରୁମୋଚନ ମହାନ୍ତିଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ସୁଟିଂ ସାରି ଫେରୁଥିବାବେଳେ କେନାଲକୁ ଖସିଲା କାର । ସାମ୍ନାକୁ କୁକୁର ପଳାଇ ଆସିବାରୁ ନିୟନ୍ତ୍ରଣ ହରାଇ କେନାଲକୁ ଖସିଲା କାର୍‌ । କଳାଝରି ନିକଟ ଦୟା ୱେଷ୍ଟ ନାଳ ଭିତରକୁ…

ବାଲିଯାତ୍ରାରେ ବାସୀ ଖାଦ୍ୟ ଯାଞ୍ଚ

କଟକ ବାଲିଯାତ୍ରାରେ ବିଭିନ୍ନ ଷ୍ଟଲରେ ଖାଦ୍ୟ ସୁରକ୍ଷା ୟୁନିଟ ପକ୍ଷରୁ ଚଢାଉ କରାଯାଇଛି । ସିଏମସି ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ନେତୃତ୍ୱରେ ବିଭିନ୍ନ ଖାଦ୍ୟ ଷ୍ଟଲ ଉପରେ ଚଢାଉ କରାଯାଇ ଖାଦ୍ୟର ମାନ ଯାଞ୍ଚ କରାଯାଇଛି । କିଛି ବାସୀ ଖାଦ୍ୟକୁ…

୫ ଭାରତୀୟ ନାଗରିକଙ୍କୁ ଅପହରଣ କଲେ ଆତଙ୍କବାଦୀ

ପଶ୍ଚିମ ଆଫ୍ରିକୀୟ ରାଷ୍ଟ୍ର ମାଲିର କୌବି ନିକଟରେ ପାଞ୍ଚ ଜଣ ଭାରତୀୟ ନାଗରିକଙ୍କୁ ଅପହରଣ କରିଛନ୍ତି ଅଲ-କାଏଦା ସହିତ ଜଡିତ ଆତଙ୍କବାଦୀ। ଏହି ଭାରତୀୟମାନେ ଏକ ବିଦ୍ୟୁତକରଣ ପ୍ରକଳ୍ପରେ କାମ କରୁଥିବା ଏକ ଘରୋଇ କମ୍ପାନୀର କର୍ମଚାରୀ ଥିଲେ। ଗୁରୁବାର ଦିନ…