Month: November 2025

ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ

ଭୁବନେଶ୍ୱର : ଚାଷୀଙ୍କ ପାଇଁ ଖୁସି ଖବର । ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ ୬୯ ଟଙ୍କା ଦେବେ ସରକାର ।…

ପ୍ରଧାନମନ୍ତ୍ରୀ ଭେଟିଲେ ବିଶ୍ୱବିଜୟୀ ମହିଳା କ୍ରିକେଟ୍ ଟିମ

ଆଇସିସି ମହିଳା ଦିନିକିଆ ବିଶ୍ଵକପ ଚମ୍ପିଆନ ଟିମ ଇଣ୍ଡିଆର ଖେଳାଳିମାନେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ଗତ ରବିବାର ଦିନ ଭାରତୀୟ ମହିଳା କ୍ରିକେଟ ଦଳ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ…

ନୂଆପଡ଼ା ଉପନିର୍ବାଚନ: ଆଜି ପ୍ରଚାର ମୈଦାନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୈଦାନକୁ ଓହ୍ଲାଇବେ ଷ୍ଟାର କ୍ୟାମ୍ପେନର। ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାଢେ ୧୧ଟାରେ ପ୍ରଥମେ କୋମନାରେ ଦଳୀୟ ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ରୋଡ ସୋ କରିବେ। ପରେ ନିର୍ବାଚନୀ ସଭାରେ ଯୋଗ ଦେବେ…

🌞 ଆଜିର ରାଶିଫଳ – ୬ ନଭେମ୍ବର ୨୦୨୫ (ବୁଧବାର)ଜାଗ୍ରତ ଭାରତ ନ୍ୟୁଜ୍ ପ୍ରସ୍ତୁତି 🪔

🌞 ଆଜିର ରାଶିଫଳ – ୬ ନଭେମ୍ବର ୨୦୨୫ (ବୁଧବାର)ଜାଗ୍ରତ ଭାରତ ନ୍ୟୁଜ୍ ପ୍ରସ୍ତୁତି 🪔 🐏 ମେଷ (Aries):ଆଜି ନୂତନ ଶୁଭ ସମ୍ଭାବନା ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସା ମିଳିବ। ଅସୁସ୍ଥତା ରୋଗୀ ଲୋକଙ୍କୁ ଯତ୍ନ ଦିଅନ୍ତୁ।🔹 ଶୁଭ ସଂଖ୍ୟା: ୯🔹…

ଐତିହାସିକ କଟକ ବାଲିଯାତ୍ରା ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ଗୌରବ ତଥା ଐତିହାସିକ କଟକ ବାଲିଯାତ୍ରା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ମହାନଦୀ କୂଳରେ ଆୟୋଜିତ ଏହି ମହୋତ୍ସବକୁ ମୁଖ୍ୟମନ୍ତ୍ରୀ ନିଜେ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସାଂସଦ ଭର୍ତ୍ତୃହରି ମହତାବ, ବିଧାୟିକା…

ବୋଇତ ବନ୍ଦାଣ ମହୋତ୍ସବ ଅନୁଷ୍ଠିତ

ବୋଇତ ବନ୍ଦାଣ ମହୋତ୍ସବ ଅନୁଷ୍ଠିତ ___ ଓଡିଶାର ନୈବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ ରଖିବା ପାଇଁଁ ସାରା ଓଡିଶାର ପୁରପଲ୍ଲୀରେ ଏହି ଉତ୍ସବ ପାଳନ ହେଉଥିବା ବେଳେ ଆଳିର ଗିରିବନ୍ଦ ଗ୍ରାମର ଆରାଧ୍ୟ ଦେବୀ ଲକ୍ଷ୍ମୀ ନାରାୟଣଙ୍କ ପିଠରେ ବୋଇତ ବନ୍ଦାଣ କମିଟି…

ମା’ ଲୋଭୀ ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅନୁଷ୍ଠିତ

ବଅଁରପାଳ,୫/୧୧ -ବଅଁରପାଳ ବ୍ଲକ ଅନ୍ତର୍ଗତ ଗଡ଼ସନ୍ତ୍ରୀ ପୀଢସାହି ଯାତ୍ରା ପଡିଆରେ ଗଡ଼ସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେଵୀ ମା’ ଲୋଭୀଙ୍କର ବାର୍ଷିକ ଯାତ୍ରା ଅନୁଷ୍ଠିତ ହୋଇଯାଇଛି l ପ୍ରତ୍ୟେକ ବର୍ଷ କାର୍ତ୍ତିକ ମାସ ପୂର୍ଣ୍ଣିମା ଦିନ ମାଆ ଙ୍କ ବାର୍ଷିକ…

ନବୀନଙ୍କ ହେଲିକପ୍ଟର ଯାଞ୍ଚ କରିଥିଲେ ନିର୍ବାଚନ କମିଶନଙ୍କ ଅଧିକାରୀ

ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ବିଧାନସଭା ଉପ-ନିର୍ବାଚନ ପାଇଁ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ଓ କଂଗ୍ରେସ ଜୋରଦାର ପ୍ରଚାର ଚଳାଇଛନ୍ତି। ନୂଆପଡା ଉପନିର୍ବାଚନ ପାଇଁ ଜୋରଦାର୍…

୨୬ ପରେ ବିଧାନସଭା ଶୀତ ଅଧିବେଶନ

ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ ପରେ ଆରମ୍ଭ କରିବାକୁ ଆପାତତଃ ସ୍ଥିର ହୋଇଛି। ଅଧିବେଶନ କାଳରେ ବିଭିନ୍ନ ବିଭାଗ ପକ୍ଷରୁ ଆସିଥିବା ଅତିରିକ୍ତ(ସପ୍ଲିମେଣ୍ଟାରୀ) ବଜେଟ ପ୍ରସ୍ତାବ ଆଗତ କରାଯିବା ସହିତ ଖର୍ଚ୍ଚଦାବି ଆଲୋଚନା ହେବ। ପ୍ରାୟ ମାସେ ଧରି ଶୀତ…

ନୂଆପଡ଼ା ଉପନିର୍ବାଚନ: କାଲି ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ

ନୂଆପଡ଼ା ଉପନିର୍ବାଚନ: କାଲି ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ ନୁଆପଡ଼ା ଉପନିର୍ବାଚନ କାଲି ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର କାର୍ଯ୍ୟକ୍ରମ। କୋମନାରେ ରୋଡ୍‌ ସୋ’ରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ମଧ୍ୟ ପ୍ରଚାରରେ ସାମିଲ ହେବେ। ପଞ୍ଚମପୁରରେ ସାଧାରଣ ସଭା…