Month: November 2025

ଉତ୍କଳ ଆଲୁମିନା ପକ୍ଷରୁ ଥୁଆମୂଲ୍ ରାମପୁର ବ୍ଲକରେ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଶୁଭାରମ୍ଭ . ବ୍ଲକରେ ୨୪୦ଜଣ ଛାତ୍ରୀଙ୍କୁ ପ୍ରଶିକ୍ଷଣ କରିବାକୁ ଲକ୍ଷ୍ୟ . ଅଡ୍ରି ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ସାନିଟାରୀ ନାପକିନ ବଣ୍ଟନ

ଉତ୍କଳ ଆଲୁମିନା ପକ୍ଷରୁ ଥୁଆମୂଲ୍ ରାମପୁର ବ୍ଲକରେ ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଶୁଭାରମ୍ଭ . ବ୍ଲକରେ ୨୪୦ଜଣ ଛାତ୍ରୀଙ୍କୁ ପ୍ରଶିକ୍ଷଣ କରିବାକୁ ଲକ୍ଷ୍ୟ . ଅଡ୍ରି ସରକାରୀ ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ସାନିଟାରୀ ନାପକିନ ବଣ୍ଟନ ଭବାନୀପାଟଣା…

ରାଜଧାନୀରେ ରାଜ୍ୟସ୍ତରୀୟ ରଗବି ଫୁଟବଲ ପ୍ରତିଯୋଗିତାରେ ବରଗଡ଼ ଜିଲ୍ଲାର ଖେଳାଳୀଙ୍କ କୃତିତ୍ୱ ଅର୍ଜନ

*ରାଜଧାନୀରେ ରାଜ୍ୟସ୍ତରୀୟ ରଗବି ଫୁଟବଲ ପ୍ରତିଯୋଗିତାରେ ବରଗଡ଼ ଜିଲ୍ଲାର ଖେଳାଳୀଙ୍କ କୃତିତ୍ୱ ଅର୍ଜନ* (ବ୍ୟୁରୋ) ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୁଲ୍ୟରେ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହକ୍ରୀଡ଼ା ସଂଗଠନ ପକ୍ଷରୁ ୬୯ତମ ରାଜ୍ୟ ବିଦ୍ୟାଳୟ ସମୂହ ରଗବି ଫୁଟବଲ୍,…

ସେନା ଗୁଳିରେ ୪ ଆତଙ୍କବାଦୀ ନିହତ

ମଣିପୁରରେ ଗାଁରେ ଲୁଚି ରହିଥିବା ୪ ଆତଙ୍କବାଦୀ ସେନା ଗୁଳିରେ ନିହତ ହୋଇଛନ୍ତି । ୪ଜଣ ଆତଙ୍କବାଦୀ ୟୁନାଇଟେଡ୍ କୁକି ନ୍ୟାସନାଲ୍ ଆର୍ମି (ୟୁକେଏନ୍ଏ) ର ସଦସ୍ୟ ଥିବା ସୂଚନା ମିଳିଛି । ୟୁକେଏନ୍ଏ ର ଆତଙ୍କବାଦୀ କିଛିଦିନ ପୂର୍ବରୁ ଜଣେ…

ନବୀନ ପଟ୍ଟନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଟାର୍ଗେଟ୍‌, କହିଲେ ବିଶ୍ୱାସଘାତକତା କ’ଣ ଏବେ ବୋଧେ ଛାମୁଙ୍କୁ ଲାଗିଲା

ଆଜି ଓଡ଼ିଶାର ଉପ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ପ୍ରଭାତୀ ପରିଡ଼ା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିବା ସହ କଡ଼ା ଜବାବ୍ ଦେଇଛନ୍ତି। ସେ କହିଛନ୍ତି, ମିଛ ପ୍ରତିଶ୍ରୁତି ନୁହେଁ ୫୦୦ ଦିନର ସରକାର ଉପରେ ଭରସା…

ସ୍କୁଲ, କଲେଜରେ ରାଷ୍ଟ୍ରୀୟ ସଙ୍ଗୀତ ‘ବନ୍ଦେ ମାତରମ’ ଗାନ କରିବେ ଛାତ୍ରଛାତ୍ରୀ

ଆସନ୍ତା ୭ରେ ଛାତ୍ରଛାତ୍ରୀ ଗାଇବେ ବନ୍ଦେ ମାତରମ । ନଭେମ୍ବର ୭ରେ ପାଳନ ହେବ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି । ସ୍କୁଲ, କଲେଜରେ ରାଷ୍ଟ୍ରୀୟ ସଙ୍ଗୀତ ‘ବନ୍ଦେ ମାତରମ’ ଗାନ କରିବେ ଛାତ୍ରଛାତ୍ରୀ । ଓଡ଼ିଆ ଭାଷା, ସାହିତ୍ୟ…

ଛତିଶଗଡ଼ ବିଳାସପୁର ଷ୍ଟେସନ ନିକଟରେ ଟ୍ରେନ୍ ଦୁର୍ଘଟଣା; ୬ ମୃତ

ଛତିଶଗଡ ବିଳାସପୁରରେ ବଡ଼ ଟ୍ରେନ ଦୁର୍ଘଟଣା । ହାୱଡା ରୁଟରେ ପାସେଞ୍ଜର ଟ୍ରେନ ଏବଂ ମାଲବାହୀ ଟ୍ରେନ ପରସ୍ପର ମଧ୍ୟରେ ଧକ୍କା ହୋଇଛି । ଅନେକ ବଗି ଲାଇନଚ୍ୟୁତ ହୋଇଛି । ଟ୍ରେନ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି…

ପଣବନ୍ଦୀ ଆଦର୍ଶଙ୍କୁ ଫେରାଇ ଆଣିବାକୁ ବୈଦେଶିକ ମନ୍ତ୍ରାଳୟକୁ ଚିଠି ଲେଖିଲେ ରାଜ୍ୟ ସରକାର

ରାଜ୍ୟ ସରକାର ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ପଣବନ୍ଦୀ ଥିବା ଜଗତସିଂହପୁର ଜିଲ୍ଲାର ଓଡ଼ିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରାଳୟକୁ ଅନୁରୋଧ କରିଛନ୍ତି । ଆଦର୍ଶଙ୍କ ସମ୍ପର୍କରେ ଗଣମାଧ୍ୟମରୁ ଜାଣିବା ପରେ ମୁଖ୍ୟମନ୍ତ୍ରୀ…

ପ୍ରକଳ୍ପ ସ୍ତରୀୟ ଟେଲେଣ୍ଟ ହଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପ୍ରକଳ୍ପ ସ୍ତରୀୟ ଟେଲେଣ୍ଟ ହଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ଭଟଲି (ଅଭିମନ୍ୟୁ ପଧାନ):- ବରଗଡ ଜିଲ୍ଲ ଅମ୍ବାଭୋନା ବ୍ଳକ୍ ସମ୍ମିଳନୀ କକ୍ଷରେ ଭାରପ୍ରାପ୍ତ ସି ଡ଼ି ପି ଓ ମାଡାମ୍ ଶ୍ରୀମତୀ ଶୁଭଶ୍ରୀ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ତଥା ବ୍ଲକ କୋଡିନେଟର୍ ସତ୍ୟ…

କୁଞ୍ଜକାନ୍ତର ମହିଳାମାନଙ୍କ ଦ୍ୱାରା କାର୍ତିକ ମାସରେ ଲକ୍ଷ୍ମୀନାରାୟଣ ପୂଜା

କୁଞ୍ଜକାନ୍ତର ମହିଳାମାନଙ୍କ ଦ୍ୱାରା କାର୍ତିକ ମାସରେ ଲକ୍ଷ୍ମୀନାରାୟଣ ପୂଜା ଢେଙ୍କାନାଳ, ୪/୧୧ – ଢେଙ୍କାନାଳ ସହର କୁଞ୍ଜକାନ୍ତ ପୋଖରୀ ନିକଟରେ ଥିବା ଶ୍ରୀରାମ ମନ୍ଦିର ପ୍ରାଙ୍ଗଣରେ କାର୍ତିକ ଧର୍ମ ମାସର ପ୍ରତ୍ୟେକ ଦିନ ସ୍ଥାନୀୟ ମହିଳାମାନେ ରାଇଦାମୋଦର ପୂଜା ୨୬ଦିନ ଚାଲିଥିବାବେଳେ…

ଉଦଯାପିତ ହେଲା କମଗାଁ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବଡିକ ସାଇନିଂ ଷ୍ଟାର କାର୍ଯ୍ୟକ୍ରମ

ଉଦଯାପିତ ହେଲା କମଗାଁ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବଡିକ ସାଇନିଂ ଷ୍ଟାର କାର୍ଯ୍ୟକ୍ରମ ବରଗଡ:୪/୧୧(ପବିତ୍ର ମେହେର) ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ କମଗାଁ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ତ୍ରି ଦିବସୀୟ ଆବାସିକ ସାଇନିଂ ଷ୍ଟାର କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି।…