ବଅଁରପାଳ ତହସିଲରେ ଉପ ନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟିତ
ବଅଁରପାଳ ତହସିଲରେ ଉପ ନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟିତ ବଅଁରପାଳ, ରାଜ୍ୟର ୪୪ଟି ତହସିଲରେ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଆଭାସି ମାଧ୍ଯମରେ ନୂତନ ଉପ ନିବନ୍ଧନ କାର୍ଯ୍ୟାଳୟର ଶୁଭ ଉଦ୍ଘାଟନ କରିଥିଲେ। ଏହି ଅବସରରେ ଅନୁଗୋଳ ଜିଲା ବଅଁରପାଳ…
