Month: November 2025

ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ପୁଲିସ ଚଢାଉ

ନୂଆପଡା: ବିଜେଡି ନେତା ପ୍ରୀତିରଞ୍ଜନ ଘଡେଇଙ୍କ ଘରେ ଚଢାଉ ହୋଇଛି । ନୂଆପଡା ଖରିଆର୍‌ ରୋଡରେ ଥିବା ତାଙ୍କ ବାସଭବନରେ ପୁଲିସ ଚଢାଉ କରିଥିବା ସୂଚନା ମିଳିଛି । ନୂଆପଡା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ୱରେ ଅଛନ୍ତି ପ୍ରୀତିରଞ୍ଜନ । ଏହି…

କଟକ ମହାନଗର ନିଗମ-ସିଏମସି କାଉନସିଲ୍ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ

କଟକ : ଗ୍ଲାସ୍ ଭାଙ୍ଗିଲେ, ମାଇକ ଉପାଡ଼ିଲେ ଓ ଚେୟାର ଫିଙ୍ଗଲେ । କଟକ ମହାନଗର ନିଗମ-ସିଏମସି କାଉନସିଲ୍ ବୈଠକରେ କର୍ପୋରେଟରଙ୍କ ତୁମୁଳକାଣ୍ଡ। ଅନ୍ୟ ଜଣେ କର୍ପୋରେଟର ଏହାକୁ ବିରୋଧ କରିବାରୁ ଆହୁରି ବଢିଲା ବିବାଦ।କଟକ ମହାନଗର ନିଗମ କାଉନସିଲ୍ ବୈଠକରେ…

୩ ତାରିଖରେ ନୂଆପଡ଼ା ଗସ୍ତରେ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ ଏକ…

ଲୋକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏବେ ସରପ୍ରାଇଜ ଭିଜିଟରେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ସରପ୍ରାଇଜ ଭିଜିଟ । କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । କାର୍ଯ୍ୟାଳୟକୁ ଠିକ୍ ଭାବେ ଆସୁଛନ୍ତି କି ନାହିଁ । ସଠିକ ସମୟରେ ଅଫିସ ଆସୁଛନ୍ତି କି ନାହିଁ ତାହା ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ସାଇବର ଠକେଇ ସଚେତନତା କାର୍ଯ୍ୟକ୍ରମ

ସାଇବର ଠକେଇ ସଚେତନତା କାର୍ଯ୍ୟକ୍ରମ ବିଞ୍ଝାରପୁର ଥାନା ପକ୍ଷରୁ ସିଂହପୁର ସ୍ଥିତ ନବଘନ ମହନ୍ତ ମାୟାଧର ସରକାରୀ ଉ.ପ୍ରା ବିଦ୍ୟାଳୟ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଜୟନ୍ତୀ ଓ ସାଇବର ଠକେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ସଭାରେ ବିଦ୍ୟାଳୟ ର…

ସ୍ୱତନ୍ତ୍ର ଅଭିଯାନ 5.0: ITBP ସ୍ୱତନ୍ତ୍ର ପରିଷ୍କାର ପରିଚ୍ଛନ୍ନତା ଏବଂ ରେକର୍ଡ ପରିଚାଳନା କରେ ଓ ପରିଚାଳନା ଡ୍ରାଇଭ୍

ସ୍ୱତନ୍ତ୍ର ଅଭିଯାନ 5.0: ITBP ସ୍ୱତନ୍ତ୍ର ପରିଷ୍କାର ପରିଚ୍ଛନ୍ନତା ଏବଂ ରେକର୍ଡ ପରିଚାଳନା କରେପରିଚାଳନା ଡ୍ରାଇଭ୍ ନୂଆଦିଲ୍ଲୀ, ଅକ୍ଟୋବର ୩୧, ୨୦୨୫: ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଭାରତ-ତିବ୍ଦତୀୟ ସୀମା ପୋଲିସ (ITBP) ଅକ୍ଟୋବର ୨ ରୁ ଅକ୍ଟୋବର ୩୧, ୨୦୨୫…