ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ନୋଟିସ୍ ଜାରି
ନ୍ୟାସନାଲ ହେରାଲ୍ଡ ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ପିଟିସନ ଉପରେ ଶୁଣାଣି କରି ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀଙ୍କୁ ନୋଟିସ୍ ଜାରି କରିଛନ୍ତି। ଏହି ମାମଲାରେ ନିମ୍ନ ଅଦାଲତର ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ…
