ଲାଞ୍ଚ ନେଇ ଗିରଫ ହେଲେ ଲେଫ୍ଟନାଣ୍ଟ କର୍ଣ୍ଣେଲ
କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର ଦିନ ପ୍ରତିରକ୍ଷା ମନ୍ତ୍ରଣାଳୟରେ ନିୟୋଜିତ ଜଣେ ସେନା ଅଧିକାରୀଙ୍କୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଲେଫ୍ଟନାଣ୍ଟ କର୍ଣ୍ଣେଲ ଦୀପକ କୁମାର ଶର୍ମାଙ୍କ ବିରୁଦ୍ଧରେ ବେଙ୍ଗାଲୁରୁର ଏକ କମ୍ପାନୀରୁ ୩ ଲକ୍ଷ ଟଙ୍କା ଲାଞ୍ଚ…
