Month: December 2025

ଅଭୟାରଣ୍ୟରୁ ତିନି ଜଣ ଶିକାରୀ ଗିରଫ

ବାଲେଶ୍ୱର, ୧୩/୧୨ : ବାଲେଶ୍ୱର ଜିଲ୍ଲାର କୁଲଡିହା ବନ୍ୟଜନ୍ତୁ ଅଭୟାରଣ୍ୟରୁ ତିନି ଜଣ ଶିକାରୀଙ୍କୁ ଗିରଫ କରାଯାଇଛି | ବନ ବିଭାଗ ଦ୍ୱାରା ଅଭୟାରଣ୍ୟରେ ସ୍ଥାପିତ AI (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) କ୍ୟାମେରା ସହାୟତାରେ ଏହି ସଫଳତା ମିଳିଛି | ଗିରଫ ଶିକାରୀମାନଙ୍କ…

ସତିହାରୀ ବାଳିକା ହାଇସ୍କୁଲ,ଭଟଲିରେ ଶକ୍ତି ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

*ସତିହାରୀ ବାଳିକା ହାଇସ୍କୁଲ,ଭଟଲିରେ ଶକ୍ତି ସଂରକ୍ଷଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ* (ବରଗଡ଼):: ୧୨/୧୨:ପବିତ୍ର ମେହେର::ଶକ୍ତି ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା,ଏହାର ସମାଧାନ ଏବଂ ଶକ୍ତି ସଂରକ୍ଷଣ ନିମନ୍ତେ ଜନ ସମାଜରେ ସଚେତନତା ସୃଷ୍ଟି କରିବା ପାଇଁ ଛାତ୍ରୀମାନଙ୍କୁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ବରଗଡ଼…

CBI ସ୍କାନରରେ TVK ମୁଖ୍ୟ ଓ ଏକ୍ଟର ବିଜୟ

ଭୁବନେଶ୍ୱର, ୧୩/୧୨ : ତାମିଲନାଡୁର କରୁର ଜିଲ୍ଲାରେ ଘଟିଥିବା ଭୟଙ୍କର ଷ୍ଟାମ୍ପିଡ୍ ମାମଲାର ତଦନ୍ତ ପ୍ରସଙ୍ଗରେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (CBI) ଏବେ ତାମିଲଗା ଭେଟ୍ରି କାଜଗମ୍ (TVK) ମୁଖ୍ୟ ତଥା ଅଭିନେତା-ରାଜନେତା ବିଜୟଙ୍କୁ ପଚରାଉଚରା କରିବାକୁ ଯୋଜନା କରୁଛି |…

ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ଓ ଭତ୍ତା ଛାଡ଼ କରିବାକୁ ନିଷ୍ପତ୍ତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ୱର, ୧୩/୧୨ : ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ଓ ଭତ୍ତା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି | ଏହି ଘୋଷଣା ଶୁକ୍ରବାର ଦିନ କରି ସେ ରାଜ୍ୟର…

ମଠକରଗୋଳା ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦ୍ଘାଟିତ

ମଠକରଗୋଳା ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦ୍ଘାଟିତ ତା ୧୩/୧୨/୨୦୨୫- ଓଡ଼ିଶା ରେଡକ୍ରସ୍ ସୋସାଇଟି ସହାୟତା କ୍ରମେ ସ୍ଥାନୀୟ ମଠକରଗୋଳା ମହାବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଯୁବ ରେଡକ୍ରସ୍ ଶିବିର ଉଦ୍ଘାଟିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଚିତ୍ତ ରଞ୍ଜନ…

ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କୁ ପୁନଃ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀଙ୍କୁ ପୁନଃ ଦାୟିତ୍ୱ ଦେଲେ ରାଜ୍ୟ ସରକାର। ଜଳସମ୍ପଦ ବିଭାଗ ଓଏସ୍‌ଡି ଭାବେ ଦାୟିତ୍ୱ ପ୍ରଦାନ କଲେ ରାଜ୍ୟ ସରକାର । ଦାୟିତ୍ୱ ପ୍ରଦାନ ନେଇ ଜଳ ସମ୍ପଦ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର

ବନ ବିଭାଗ କଲୋନୀ ପରିସରରୁ ସାପ ଉଦ୍ଧାର ବାଲିଗୁଡା, ତା, ୧୩/୧୨: (ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବନ ବିଭାଗ କଲୋନୀ ପରିସରରୁ ଏକ ବନସୁନ୍ଦରୀ ବା ପାହାଡିଆ ଚିତି ସାପ ବନ ବିଭାଗ କର୍ମଚାରୀ ଉଦ୍ଧାର…

ବାଲିଗୁଡାରେ ଚତୁର୍ଥ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ

ବାଲିଗୁଡାରେ ଚତୁର୍ଥ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ବାଲିଗୁଡା, ତା, ୧୩/୧୨:(ସୁଶୀଳ କୁମାର ପାଣିଗ୍ରାହୀ): ତାଲୁକ ଆଇନ ସେବା କମିଟି, ବାଲିଗୁଡ଼ା ଦ୍ୱାରା ଆୟୋଜିତ ଚତୁର୍ଥ ଜାତୀୟ ଲୋକ ଅଦାଲତ ବାଲିଗୁଡ଼ାର ସିଭିଲ୍ ଏବଂ ଫୌଜଦାରୀ କୋର୍ଟ ପରିସରରେ ଅତିରିକ୍ତ ଜିଲ୍ଲା…

ଜାପାନରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ

ଟୋକିଓ : ଜାପାନର ଉତ୍ତର-ପୂର୍ବ ଉପକୂଳରେ ୬.୭ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ଏହା ପରେ ପାଣିପାଗ ବିଭାଗ ସୁନାମି ଆସିବାର ଆଶଙ୍କା କରି ସତର୍କ ସୂଚନା ଜାରି କରିଛି । ଭୂକମ୍ପର କେନ୍ଦ୍ର ସ୍ଥଳ ୟାମାଡା…

ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ

ଆସନ୍ତା ୧୭ ତାରିଖରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ…