ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ
ରାଜ୍ୟ ବିଜେପିର ଚାରି ସାଧାରଣ ସମ୍ପାଦକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ | ଏହି ବୈଠକରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି, ରାଜ୍ୟ ସଂଗଠନ ମହାମନ୍ତ୍ରୀ…
