କିଭ୍ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ କଲା ରୁଷ୍, ଜଣଙ୍କର ମୃତ୍ୟୁ ,୨୭ ଆହତ
ୟୁକ୍ରେନ୍ ରାଜଧାନୀ କିଭ୍ ଉପରେ ରୁଷ ପକ୍ଷରୁ ହୋଇଥିବା ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୭ ଜଣ ଆହତ ହୋଇଛନ୍ତି । ୟୁକ୍ରେନ୍ ରାଷ୍ଟ୍ରପତି ଭୋଲଦିମିର୍ ଜେଲେନେକ୍ସି ଆସନ୍ତାକାଲି ଫ୍ଲୋରିଡ଼ା ଠାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଭେଟିବାର କାର୍ଯ୍ୟସୂଚୀ…
