ନୂଆ ହିତାଧିକାରୀଙ୍କୁ ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଟଙ୍କା ମିଳିବା ତାରିଖରେ ହେଲା ପରିବର୍ତ୍ତନ । ଏଣିକି ଆଉ ୧୮ ତାରିଖରେ ଟଙ୍କା ପାଇବେନି ହିତାଧିକାରୀ । ନୂଆ ହିତାଧିକାରୀଙ୍କୁ ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି…
