ବିଜେଡି ନେତା ହୃଷିକେଶ ପାଢ଼ୀଙ୍କ ଘରେ ED ରେଡ୍; ମିଳିଲା ଆଲମାରୀ ଭର୍ତ୍ତି ଟଙ୍କା
ଆଜି ଗଞ୍ଜାମ ଜିଲ୍ଲା ବିଜେଡି ନେତା ତଥା ଠିକାଦାର ହୃଷିକେଶ ପାଢ଼ୀଙ୍କ ଘରେ ବଡ଼ ଧରଣର ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଟିକସ ଫାଙ୍କି ଓ ଅର୍ଥ ହେରଫେର ଅଭିଯୋଗରେ ହୃଷିକେଶ ପାଢ଼ୀ ଓ ତାଙ୍କ ଲିଙ୍କରେ ଚଢ଼ାଉ ଜାରି ରହିଛି।ତାଙ୍କ…
