Month: January 2026

ସ୍ୱତନ୍ତ୍ର ରିପୋର୍ଟ: ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନାର ପର୍ବ ‘ମକର ସଂକ୍ରାନ୍ତି’

ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି। ସୌର କ୍ୟାଲେଣ୍ଡର ଅନୁଯାୟୀ, ସୂର୍ଯ୍ୟ ଦେବତା ଧନୁ ରାଶିରୁ ମକର ରାଶିରେ ପ୍ରବେଶ କରିବା ସହ ଆରମ୍ଭ ହୋଇଛି ଶୁଭ ‘ଉତ୍ତରାୟଣ’ ଗତି। ଭାରତୀୟ ସଂସ୍କୃତିରେ ଏହି ଦିନଟିର ମହତ୍ତ୍ୱ ଅତ୍ୟନ୍ତ ଗଭୀର, ଯାହା…

ବରଗଡ଼ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

*ବରଗଡ଼ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ* ବରଗଡ:୧୩/୧/୨୦୨୬(ପବିତ୍ର ମେହେର)ବରଗଡ଼ ଜିଲ୍ଲା ସଦର ମହକୁମାରେ ୭୭ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ମହାସମାରୋହରେ ପାଳନ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ…

ଆଜିର ରାଶିଫଳ: ମକର ସଂକ୍ରାନ୍ତି

ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କୁ ସ୍ୱାଗତ। ଆଜି ବୁଧବାର, ୧୪ ଜାନୁଆରୀ ୨୦୨୬, ମକର ସଂକ୍ରାନ୍ତିର ଶୁଭ ଅବସରରେ ଜାଣନ୍ତୁ ଆପଣଙ୍କ ପାଇଁ କିପରି ରହିବ ଆଜିର ଦିନଟି। ♈ ମେଷ (Aries)ଆଜି ଆପଣଙ୍କ ପାଇଁ ଦିନଟି ସଫଳତାପୂର୍ଣ୍ଣ ରହିବ।…

ଭାରତ-ଜର୍ମାନୀ ମିଳିତ ବିବୃତ୍ତି

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଜର୍ମାନୀ ଚାନ୍ସେଲର ଫ୍ରେଡ୍ରିକ ମର୍ଜ 12-13 ଜାନୁଆରୀ 2026ରେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ। ଚାନ୍ସେଲରଙ୍କ ସହିତ 23ଜଣ ଅଗ୍ରଣୀ ଜର୍ମାନ ସିଇଓ ଏବଂ ଶିଳ୍ପପତିଙ୍କ ସମେତ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ…

ବିଏମସି ନିର୍ବାଚନ ପୂର୍ବରୁ ୬,୮୭୧ ଅଧିକାରୀ ଏବଂ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ମୁମ୍ବାଇ: ବୃହନ୍ମୁମ୍ବାଇ ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ନିର୍ବାଚନ ପୂର୍ବରୁ ଅଧିକାରୀମାନେ ନିର୍ବାଚନ ଦାୟିତ୍ୱ ପୂରଣ କରିବାରେ ବିଫଳ ହେବା ଏବଂ ଅନୁପସ୍ଥିତ ରହିବା ପାଇଁ ୬,୮୭୧ ଅଧିକାରୀ ଓ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ମୋଟ ୨,୩୫୦ ଅଧିକାରୀଙ୍କୁ…

ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରରେ ନବନିଯୁକ୍ତ କର୍ମଚାରୀଙ୍କ ମାର୍ଗଦର୍ଶନ କଲେ ପିଆଇବି ଏଡିଜି

ଭୁବନେଶ୍ୱର: ଦୂରଦର୍ଶନ କେନ୍ଦ୍ର, ଭୁବନେଶ୍ୱରର ସମାଚାର ପ୍ରଭାଗରେ ନବନିଯୁକ୍ତ ଚୁକ୍ତିଭିତ୍ତିକ କର୍ମଚାରୀ ଏବଂ ପ୍ରଶିକ୍ଷାର୍ଥୀ ସାମ୍ବାଦିକମାନଙ୍କୁ ନେଇ ଆଜି ଏକ ମତ ବିନିମୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ…

ଆଜି ହେଉଛି ପବିତ୍ର ଆଧ୍ୟାତ୍ମିକ ମକର ସଂକ୍ରାନ୍ତି

ଭୁବନେଶ୍ବର: ହିନ୍ଦୁମାନଙ୍କର ଅନ୍ୟ ଏକ ପ୍ରମୁଖ ପର୍ବ ହେଉଛି ମକର ସଂକ୍ରାନ୍ତିଙ୍କ ପର୍ବ । ମକର ସଂକ୍ରାନ୍ତି ପର୍ବ ସମଗ୍ର ଦେଶରେ ବିଭିନ୍ନ ରୂପରେ ଏବଂ ଭିନ୍ନ ଉପାୟରେ ପାଳନ କରାଯାଇଥାଏ। ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ଗତି କରନ୍ତି।…

ପାକ୍ ଆତଙ୍କୀଙ୍କୁ ସ୍ଥଳସେନା ମୁଖ୍ୟଙ୍କ ଚେତାବନୀ

ସୀମା ପାର୍‌ ଆତଙ୍କବାଦୀଙ୍କ କାର୍ଯ୍ୟକୁ ଦେଇ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ବିବେଦୀ ଚେତାବନୀ ଦେଇଛନ୍ତି। ‌ସେ କହିଛନ୍ତି ଏବେବି ଅପରେସନ ସିନ୍ଦୂର ଜାରି ରହିଛି ।ଭବିଷ୍ୟତରେ କୌଣସି ଅପରାଧ ଘଟାଇଲେ ଦୃଢ଼ତାର ସହ ଏହାର ଜବାବ ଦିଆଯିବ। ଜାତୀୟସ୍ତରର ସମସ୍ତ…

ଭଙ୍ଗା ଯିବ ବର୍ତ୍ତମାନର ନଅ ତାଲା, ସେଚ ସଦନ ଓ ରାଜୀବ ଭବନ -ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ

ଭଙ୍ଗାଯିବ ନଅ ତାଲା । ବର୍ତ୍ତମାନ ଲୋକସେବା ଭବନର ଅତି ନିକଟରେ ଥିବା ନଅ ତାଲା, ସେଚ ସଦନ ଏବଂ ରାଜୀବ ଭବନକୁ ଭଙ୍ଗାଯିବ । ଏନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତାଙ୍କ କହିବା ଅନୁସାରେ, ଏ…

କେନ୍ଦୁଝରରେ ୧୯୦୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ୭୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଏହି ସମୟ କେନ୍ଦୁଝର ବିକାଶ ପାଇଁ ଠିକ ସମୟ । ୟହି ସମୟ ହେ, କେନ୍ଦୁଝର ବିକାଶ କେଲିଏ, ବିଲକୁଲ ସହି ସମୟ ହେ। ଆଜି କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ପଡିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଇଁ ୧୯୦୦ କୋଟିରୁ ଉର୍ଦ୍ଧ୍ଵ…