ରାଜ୍ୟରେ ହେବ ନୂଆ କୋଇଲା ଗ୍ୟାସିଫିକେସନ୍ ୟୁନିଟ୍
ଝାରସୁଗୁଡା ଜିଲାର ଲଖନପୁରରେ ସ୍ଥାପନ ହେବାକୁ ଯାଉଛି ନୂଆ ଷ୍ଟେଟ୍ ଅଫ୍ ଆର୍ଟ କୋଇଲା ବାଷ୍ପୀକରଣ ୟୁନିଟ । ଏଥିଲାଗି ଭାରତ ହେଭି ଇଲେକ୍ଟ୍ରିକାଲସ ଲିମିଟେଡ (ବିଏଚ୍ଇଏଲ୍)କୁ ୫୪୦୦ କୋଟିର ଇଞ୍ଜିନିୟରିଂ, ପ୍ରକ୍ୟୋରମେଣ୍ଟ ଏବଂ କନ୍ଷ୍ଟ୍ରକସନ (ଇପିସି) କଣ୍ଟ୍ରାକ୍ଟ ମିଳିଛି ।…
