Month: January 2026

ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୫,୨୬ ଉଦଯାପିତ

*ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ୨୦୨୫,୨୬ ଉଦଯାପିତ ଭବାନୀପାଟଣା, କଳାହାଣ୍ଡି | ୦୭ ଜାନୁଆରୀ, ୨୦୨୬ – ଭବାନୀପାଟଣାସ୍ଥିତ କୃଷି ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ପାଞ୍ଚ ଦିନିଆ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା-୨୦୨୫ ସଫଳତାର ସହ ଉଦଯାପିତ ହୋଇଯାଇଛି।…

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଣପୁର ଗସ୍ତ ଅବସରରେ ଆରାଧ୍ୟ ଦେବୀ ମା ଭଗବତୀଙ୍କ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ ପାଇଁ ଆଶୀର୍ବାଦ ଭିକ୍ଷା କରିବା ସହିତ ମା ଭଗବତୀ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ…

ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସରେ ଯୋଗଦେଲେ ରାଜ୍ୟପାଳ

ଭୁବନେଶ୍ଵର: ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟି ଯୋଗ ଦେଇ ଏହି ଶିକ୍ଷାନୁଷ୍ଠାନ କେବଳ ଶିକ୍ଷାର ମନ୍ଦିର ନୁହେଁ…

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୬ ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଭାଗର ଅତିରିକ୍ତ ମୁଖ୍ୟ…

ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ ‘ଅଟଳ ବନ’ର ଉଦଘାଟନ କଲେ ପୂର୍ବତନ ଉପରାଷ୍ଟ୍ରପତି

ଭୁବନେଶ୍ୱର: ଭାରତର ପୂର୍ବତନ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ବୁଧବାର ଦିନ ଲୋକଭବନ ଭୁବନେଶ୍ୱର ପରିସରରେ ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ ‘ଅଟଳ ବନ’ର ଉଦଘାଟନ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱ…

ବାଣପୁର ମାଟିରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ୨୦୩୬ ସୁଦ୍ଧା ଓଡିଶା ହେବ ସମୃଦ୍ଧ ଓଡିଶା ଏବଂ ଏହି ପରିକଳ୍ପନାରେ ଆଜି ଶୁଭାରମ୍ଭ ହୋଇଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଏକ ମହତ୍ତ୍ୱପୂର୍ଣ୍ଣ ସ୍ଥାନ ଗ୍ରହଣ କରିବ, କାରଣ ଆଜିର ବିଦ୍ୟାର୍ଥୀ ମାନେ ହେଲେ…

ଆକାଶବାଣୀ କଟକ କେନ୍ଦ୍ର ପରିଦର୍ଶନ ସହ ଅଧିକାରୀଙ୍କ ସହ ଆଲୋଚନା କଲେ ପିଆଇବି ଏଡିଜି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ 2047 ଲକ୍ଷ୍ୟ ଅନୁରୂପ ଓଡ଼ିଶା ଜାତୀୟ ବିକାଶରେ ସକ୍ରିୟ ଅଂଶଗ୍ରହଣ କରୁଛି। ଏହି କ୍ରମରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଏବଂ କାର୍ଯ୍ୟକ୍ରମର ପ୍ରଚାରପ୍ରସାରରେ ଆକାଶବାଣୀ କଟକ କେନ୍ଦ୍ର ପ୍ରମୁଖ ଭୂମିକା ଗ୍ରହଣ…

SGFI ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

ଭୁବନେଶ୍ବର: ଝାଡ଼ଖଣ୍ଡର ରାଞ୍ଚି ଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ ରୁ କମ୍ ବୟସର ବାଳକ ଓ ବାଳିକା ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା । ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶା ପାଇଁ ୪…

୨୬ ମାଓବାଦୀଙ୍କ ଆତ୍ମସମର୍ପଣ

ଛତିଶଗଡର ସୁକମା ଜିଲ୍ଲାରେ ସୁରକ୍ଷା ବାହିନୀକୁ ବଡ ସଫଳତା। ଆତ୍ମସମର୍ପଣ କରିଛନ୍ତି ୨୬ ମାଓବାଦୀ। ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରୁ ୧୩ ଜଣଙ୍କ ମୁଣ୍ଡ ପାଇଁ ମୋଟ ୬୫ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା। ମାଓ ସଂଗଠନରେ ସକ୍ରିୟ ସାତ…

ତୈଳ ଟ୍ୟାଙ୍କର ପଛରେ ପଡିଥିଲା ଆମେରିକା,ଭେନେଜୁଏଲା ନିକଟରେ ବୁଡ଼ାଜାହାଜ-ଯୁଦ୍ଧଜାହାଜ ମୁତୟନ କଲା ରୁଷ

ଉତ୍ତର ଆଟଲାଣ୍ଟିକରେ ରୁଷ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏକ ବିବାଦୀୟ ତୈଳ ଟ୍ୟାଙ୍କରର ସୁରକ୍ଷା ପାଇଁ ରୁଷ ସବମେରିନ୍ ଏବଂ ଅନ୍ୟାନ୍ୟ ନୌସେନା ଜାହାଜ ମୁତୟନ କରିଛି। ପୂର୍ବରୁ “ବେଲା-୧” ନାମରେ ଜଣାଶୁଣା ଏହି ଟ୍ୟାଙ୍କର ଏବେ…

You missed