ଭିଜିଲାନ୍ସ ବିଭାଗ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭିଜିଲାନ୍ସ ବିଭାଗ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଗତ ୨୦ ବର୍ଷର ଇତିହାସକୁ ପଛରେ ପକାଇ ଓଡ଼ିଶା ଭିଜିଲାନ୍ସ ଏକ ଉତ୍କୃଷ୍ଟ ଉଦାହରଣ ସୃଷ୍ଟି କରିଛି। ସରକାରଙ୍କ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଯୋଗୁ ରାଜ୍ୟରେ ଭିଜିଲାନ୍ସ ବିଭାଗ ସକ୍ରିୟ…
