ଚତୁର୍ଥ ଟି-୨୦ ମ୍ୟାଚରେ ୫୦ ରନରେ ନ୍ୟୁଜିଲାଣ୍ଡ ଠାରୁ ପରାସ୍ତ ଭାରତ
ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ଚତୁର୍ଥ ମ୍ୟାଚ୍ ବିଶାଖାପଟନମ ACA-VDCA କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଚମତ୍କାର ପ୍ରଦର୍ଶନ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ଅଭିଷେକ ଓ ଅଧିନାୟକ…
