ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଦେହାନ୍ତ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ବିମାନ ଅବତରଣ ବେଳେ ଦୁର୍ଘଟଣାର ସମ୍ମୁଖିନ ମୂଖ୍ୟମନ୍ତ୍ରୀ ମୋହନ ମାଝୀ ଜଣେ ପ୍ରଧାନମନ୍ତ୍ରୀଙ୍କ ଶୋକ
ତିନିଦିନିଆ ମହାରାଷ୍ଟ୍ର ଶୋକ ପାଳନ ଏନସିପି ନେତା ଅଜିତ ପାୱାରଙ୍କ ବ୍ୟକ୍ତିଗତ ବିମାନ ମହାରାଷ୍ଟ୍ରର ବାରାମତୀ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ସେ ଏକ କାର୍ଯ୍ୟକ୍ରମ…
