ବଦଳିଗଲା କେରଳର ନାଁ, ମଞ୍ଜୁରୀ ଦେଲେ ମୋଦି କ୍ୟାବିନେଟ
କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳ କେରଳର ନାମକୁ ବଦଳାଇ ‘କେରଳମ୍’ କରିବାକୁ ମଞ୍ଜୁରୀ ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କହିଛନ୍ତି, ଯେତେବେଳେ ଭାଷା ଆଧାରରେ ରାଜ୍ୟର ନିର୍ମାଣ ହୋଇଥିଲା, ସେବେଠାରୁ କେରଳ ନାଁ କେରଳମ ହେବା ପାଇଁ ଦାବି ହୋଇଆସୁଛି । ଆଉ…
