ଅନୁଗୋଳ ଜଙ୍ଗଲରେ ପିକନିକ, ସାମାଜିକ ସମାବେଶ ମନା – ଉପ ଜିଲ୍ଲାପାଳ
ଅନୁଗୋଳ – ମାର୍ଚ୍ଚ ୧ରୁ ଆରମ୍ଭ କରି ରାଜ୍ୟରେ ମୌସୁମୀ ବର୍ଷା ଆସିବା ପର୍ଯ୍ୟନ୍ତ ଅନୁଗୁଳ ଜିଲ୍ଲାର ସମସ୍ତ ବନାଞ୍ଚଳରେ ପିକନିକ୍, ସାମାଜିକ ସମାବେଶ ଏବଂ ତତ୍ ଜନିତ କାର୍ଯ୍ୟକଳାପ ଉପରେ କଟକଣା ଲାଗୁ କରାଯିବ। ପ୍ରଶାସନ ପକ୍ଷରୁ ଶନିବାର ଏହି…
