Month: February 2026

ଫେବ୍ରୁଆରୀ ୧୭ରେ ଶପଥ ନେବେ ତାରିକ ରେହମାନ, ଭାରତ ସମେତ ୧୩ ଦେଶକୁ ନିମନ୍ତ୍ରଣ

ବାଙ୍ଗଲାଦେଶରେ ବଦଳିଛି ରାଜନୈତିକ ସମୀକରଣ । ବିଏନପି ନେତା ତାରିକ ରେହମାନ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି । ତେବେ ସେ ଆସନ୍ତା ଫେବ୍ରୁଆରୀ ୧୭ ତାରିଖରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି । ଏହି ଦିନ ସନ୍ଧ୍ୟା ସମୟରେ ସେ…

ବିଦ୍ୟାଳୟ ପି.ଏମ୍.ଶ୍ରୀ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପନୀ ଉତ୍ସବ

ବିଦ୍ୟାଳୟ ପି.ଏମ୍.ଶ୍ରୀ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଯାପନୀ ଉତ୍ସବ ଢେଙ୍କାନାଳ ପି. ଏମ୍.ଶ୍ରୀ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟ, ତା’ର ବାର୍ଷିକ କ୍ରୀଡା ଉଦ୍‌ଯାପନୀ ଉତ୍ସବ ଢେଙ୍କାନାଳ ଷ୍ଟାଡିୟମ୍ ପ୍ରାଙ୍ଗଣରେ ଖୁବ୍ ଆକର୍ଷଣୀୟ ଭାବରେ ପାଳନ କରିଛି । ଏହି…

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

କୋଲକତା: ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ ଭୋଟର ତାଲିକା ସମ୍ପୂର୍ଣ୍ଣ ସ୍ୱଚ୍ଛ ଏବଂ ତ୍ରୁଟିମୁକ୍ତ ହେବା ପାଇଁ ନିର୍ବାଚନ କମିଶନ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ସହ ଏକ ଭର୍ଚୁଆଲ୍ ବୈଠକରେ…

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆମ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ସ୍ଵତନ୍ତ୍ର ଆକର୍ଷଣ ରହିଛି। ଏହା ଆମ ସମୃଦ୍ଧ ଐତିହ୍ୟର ପରିଚୟ ଏବଂ ଆମ ଅସ୍ମିତାର ନିଦର୍ଶନ ବୋଲି ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି। ସ୍ଥାନୀୟ ଜନତା ମୈଦାନଠାରେ ଆୟୋଜିତ ୨୦ତମ ଭବ୍ୟ…

ପାଞ୍ଚ ବର୍ଷ ମଧ୍ୟରେ ସହରାଞ୍ଚଳ କ୍ଷେତ୍ର ପାଇଁ ୪ ଲକ୍ଷ କୋଟି ଟଙ୍କାର ନିବେଶକୁ କେନ୍ଦ୍ର କ୍ୟାବିନେଟ୍‍ର ମଞ୍ଜୁରୀ

କ୍ୟାବିନେଟ୍‍ ବୈଠକ ଗୁଡ଼ିକ ସେବାତୀର୍ଥଠାରେ ଏଣିକି ଅନୁଷ୍ଠିତ ହେବ ବୋଲି ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ନୂଆଦିଲ୍ଲୀରେ ଗଣମାଧ୍ୟମକୁ ଆଜି ସମ୍ବୋଧନ କରି ଶ୍ରୀ ବୈଷ୍ଣବ କହିଛନ୍ତି, ସାଉଥ୍‍ ବ୍ଲକ୍‍ରେ ଗତକାଲି ଶେଷ କ୍ୟାବିନେଟ୍‍ ବୈଠକ…

ସେବା ତୀର୍ଥରୁ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ନିଷ୍ପତ୍ତିରେ ପ୍ରତିଫଳିତ ହେଲା ସେବା ଓ ସମାଜ କଲ୍ୟାଣର ଭାବନା

ନୁଆଦିଲ୍ଲୀ: ସେବା ତୀର୍ଥରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାଧିକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସେ ଅତି ଜରୁରୀ ଫାଇଲରେ ସ୍ୱାକ୍ଷର କରିଛନ୍ତି ଯାହା ତାଙ୍କର ସେବା ଭାବନାକୁ ପ୍ରତିଫଳିତ କରୁଛି। ସେ ଆଜି ନେଇଥିବା ନିଷ୍ପତ୍ତି ଦେଶର…

ଆଜିର ରାଶିଫଳ

ନମସ୍କାର! ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକଙ୍କୁ ସ୍ୱାଗତ। ଆଜି ରବିବାର, ୧୫ ଫେବୃଆରୀ ୨୦୨୬ ପବିତ୍ର ଶିବରାତ୍ରି (ଜାଗର) ରେ ଆପଣଙ୍କର ଦୈନିକ ରାଶିଫଳ ନିମ୍ନରେ ପ୍ରଦତ୍ତ ହେଲା: ​♈ ମେଷ (Aries) ​ଆଜି ଦିନଟି ଆପଣଙ୍କ ପାଇଁ ଶୁଭ…

ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କଲେ ଶିଳ୍ପମନ୍ତ୍ରୀ

ପାରାଦୀପ : ପାରାଦୀପ ପୌରପାଳିକାର ବିଭିନ୍ନ ୱାର୍ଡ ରେ ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହିତ ଉଦ୍‌ଘାଟନ କରିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ। ସର୍ବପ୍ରଥମେ ପାରାଦୀପ ପୌରପାଳିକା ଅନ୍ତର୍ଗତ ୧୫ ନମ୍ବର ୱାର୍ଡ ବଡ଼ପଡ଼ିଆ ବଜାର ଠାରେ ରହିଥିବା ଦୁର୍ଗାମଣ୍ଡପ…

ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର: ଏକ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ବୋଲି ଆଜି ନବରଙ୍ଗପୁରରୁ ରାଜ୍ୟବାସୀଙ୍କ ପାଇଁ ‘ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା’ର ଶୁଭାରମ୍ଭ କରିବା ଅବସରରେ ମତବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଅନେକ ସମୟରେ ଅର୍ଥାଭାବ ବା ପାରିବାରିକ…

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ; “ଅପରେସନ୍ ସାଇବର କବଚ”ର ଶୁଭାରମ୍ଭ

ଭୁବନେଶ୍ଵର: ଓଡ଼ିଶାରେ ସାଇବର ସୁରକ୍ଷାକୁ ଆହୁରି ସୁଦୃଢ଼ ଏବଂ ସଂଗଠିତ କରାଯିବା ସହ ସାଇବର ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ “ଅପରେସନ୍ ସାଇବର କବଚ” ଆରମ୍ଭ ହୋଇଛି। ରାଜ୍ୟ…