Month: February 2026

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ନବରଙ୍ଗପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦ୍ବାରା ଶୁଭାରମ୍ଭ । ଜଗନ୍ନାଥଙ୍କ ଦର୍ଶନ ପାଇଁ ୧୪୮ ଜଣଙ୍କୁ ପୁରୀ ପଠାଇଲା ପ୍ରଶାସନ। OSRTC ବସ୍‌ରେ ପୁରୀ ବାହାରିଲେ, ପତାକା ଦେଖାଇଲେ ମୁଖ୍ୟମନ୍ତ୍ରୀ। ନବରଙ୍ଗପୁରରେ…

୧୮ ସୁଦ୍ଧା ଦାବି ପୂରଣ ନ ହେଲେ ୨୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ ଦେଲେ ପ୍ରମୂଖ ଠିକାଦାର ସଂଘ

ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ଠିକାଦାର ସଂଘ। ଫଳରେ ରାଜ୍ୟବ୍ୟାପୀ ସମସ୍ତ ସରକାରୀ ନିର୍ମାଣ…

୧୨ଟି ଖଣିଜ ବ୍ଲକ ପାଇଁ ନିଲାମ ପ୍ରକ୍ରିୟାରେ ଦାଖଲ ହୋଇଛି ୧୪୨ଟି ବିଡ୍‌

ଭୁବନେଶ୍ୱର: ଓଡ଼ିଶାରେ ଖଣିଜ ଉତ୍ପାଦନ ଓ ଶିଳ୍ପ ବିକାଶକୁ ଦୃଷ୍ଟିରେ ରଖି ୧୨ଟି ଖଣିଜ ବ୍ଲକ୍‌ର ନିଲାମ ହୋଇଛି। ନିଲାମରେ ସୁନ୍ଦରଗଡ଼, କେନ୍ଦୁଝର, କୋରାପୁଟ ଓ ନୂଆପଡ଼ା ଜିଲାର ଖଣିଜ ବ୍ଲକ୍‌ଗୁଡ଼ିକ ସାମିଲ ହୋଇଥିଲା। ଏଥିରେ ବିଶେଷକରି ଲୌହ, ବକ୍ସାଇଟ୍‌, ମାଙ୍ଗାନିଜ୍‌,…

ବହୁ ପରିମାଣରେ ଅଫିମ ଚାଷ ଉପରେ ପୁଲିସ୍‌ ଚଢାଉ, ୧୧ ଅଟକ

ଅନୁଗୋଳ ଜିଲ୍ଲା ସାତକୋଶିଆ ଅଭୟାରଣ୍ୟରେ ଥିବା ଜଗନ୍ନାଥପୂର ପଞ୍ଚାୟତ ଟାକରସିଂହା ଗାଁରେ ଜିଲ୍ଲା ପୁଲିସ୍‌ ପକ୍ଷରୁ ଚଢାଉ ଜାରି ରହିଛି। ବହୁଳ ପରିମାଣରେ ଅଫିମ ଚାଷ କରୁଥିବା ନେଇ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କୁ ଥାନାରେ ଅଟକ ରଖାଯାଇଛି। ପୁଲିସ୍‌ ଏନେଇ…

ହସ୍ପିଟାଲରେ ଭର୍ତ୍ତି ହେଲେ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଅସୁସ୍ଥ ଅଛନ୍ତି । ମସ୍ତିସ୍କାଘାତ ଯୋଗୁ ତାଙ୍କୁ ଗୁରୁତର ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି । ଗତକାଲି ଭୁବନେଶ୍ୱରରେ ଏକ…

ଓଡ଼ିଶା ଅଗ୍ନିଶମ ଏବଂ ଜରୁରୀକାଳୀନ ସେବାରେ ଉଲ୍ଲେଖନୀୟ ବୃଦ୍ଧି ରେକର୍ଡ

ଭୁବନେଶ୍ୱର: ଡିସେମ୍ବର ୨୦୨୫ ତୁଳନାରେ ଜାନୁଆରୀ ୨୦୨୬ରେ ଓଡ଼ିଶା ଅଗ୍ନିଶମ ଏବଂ ଜରୁରୀକାଳୀନ ସେବାରେ ଏକ ଉଲ୍ଲେଖନୀୟ ବୃଦ୍ଧି ରେକର୍ଡ କରାଯାଇଛି। ଡିସେମ୍ବର ୨୦୨୫ରେ, ମୋଟ ୩,୬୫୬ କଲ୍ ରେକର୍ଡ଼ କରାଯାଇଛି, ଯେଉଁଥିରେ ୧,୭୮୮ଟି ଅଗ୍ନି ସମ୍ଭନ୍ଧୀୟ କଲ୍ ଏବଂ ୧,୮୬୮ଟି…

‘ନାଗରିକ ଦେବୋ ଭବ’ ଭାବନାରେ ଅନୁପ୍ରାଣିତ ‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସେବା ତୀର୍ଥକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି। ଏଥିସହିତ ଦେଶବାସୀଙ୍କ ସେବା କରିବା ପାଇଁ ନିଜର ଅତୁଟ ସଂକଳ୍ପକୁ ଦୋହରାଇଛନ୍ତି। ଏହି ଅବସରରେ ସେ ‘ନାଗରିକ ଦେବୋ ଭବ’ର ପବିତ୍ର ଭାବନାକୁ ଏହାର ମାର୍ଗଦର୍ଶକ…

ବୋର୍‌ୱେଲ୍‌ରେ ପଡ଼ି ଶିଶୁକନ୍ୟା ମୃତ

ପୁରୀ: ସଦର ମୁଖ୍ୟ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ବୋର୍‌ୱେଲ୍‌ରେ ପଡ଼ି ଜଣେ ଶିଶୁକନ୍ୟାର ମୃତ୍ୟୁ ହୋଇଛି। ମୃତ ଶିଶୁ ଜଣକ ସ୍ଥାନୀୟ ନରେନ୍ଦ୍ର କୋଣ ମଙ୍ଗଳାସାହି ଅଞ୍ଚଳର ଅଜୟ ନାୟକଙ୍କ ଦେଢ଼ ବର୍ଷ ବୟସର ଶିଶୁକନ୍ୟା ସମାୟିରା…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ୍‌ ସ୍ତରରେ ଅଦଳବଦଳ କରାଯାଇଛି। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ପୂର୍ବତନ ବିଡିଓ ସୌମ୍ୟଶ୍ରୀ ପାଣୀଗ୍ରାହୀଙ୍କୁ ପୁରୀ…

ଅଷ୍ଟ୍ରେଲିଆକୁ ୨୩ ରନ୍‌ରେ ହରାଇଲା ଜିମ୍ବାୱେ

କଲମ୍ବୋ: ଚଳିତ ବିଶ୍ୱକପ୍‌ରେ ଶୁକ୍ରବାର ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଜିମ୍ବାୱେ ୨୩ ରନ୍‌ର ପୂର୍ବତନ ଚାମ୍ପିଅନ୍ ଅଷ୍ଟ୍ରେଲିଆକୁ ହରାଇ ଦେଇଛି। ସ୍ଥାନୀୟ ଆର୍‌. ପ୍ରେମଦାସା ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ଜିମ୍ବାୱେ ୨୦ ଓଭର୍‌ରେ ୨ ୱିକେଟ୍ ହରାଇ ୧୬୯ ରନ୍…