Month: March 2026

୨୨ ତମ ଅଷ୍ଟଶମ୍ଭୁ ମହାମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

୨୨ ତମ ଅଷ୍ଟଶମ୍ଭୁ ମହାମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ବଅଁରପାଳ,୨୬/୦୩ ବଅଁରପାଳ ବ୍ଲକ ଅନ୍ତର୍ଗତ ତଳମୂଳ ଗ୍ରାମରେ ମହାଦେବ ଶିବଙ୍କର ୨୨ତମ ଅଷ୍ଟଶମ୍ଭୁ ମହାମିଳନ କାର୍ଯ୍ୟକ୍ରମ ମହାଆଡମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଟି ଦିର୍ଘ ୨୧ ବର୍ଷ…

ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ୱର: ଆସନ୍ତା ସୋମବାର ପର୍ଯ୍ୟନ୍ତ ଗୃହ ମୁଲତବୀ । ବିରୋଧୀଙ୍କ ହଟ୍ଟଗୋଳ ଭିତରେ ସୋମବାର ପର୍ଯ୍ୟନ୍ତ ବିଧାନସଭାକୁ ମୁଲତବୀ କରାଯାଇଛି । ଆଜି ବି ବିଧାନସଭାରେ ପ୍ରବଳ ହଙ୍ଗାମା ଦେଖିବାକୁ ମିଳିଥିଲା । ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ପୁଣି ସରକାରଙ୍କୁ…

ଭିଜିଲାନ୍ସ ଜାଲରେ ଏସଡିଓ

ଗଞ୍ଜାମ: ଓଡିଶା ଭିଜିଲାନ୍ସ ଆଜି ଗଞ୍ଜାମ ଜିଲ୍ଲାର ପାଞ୍ଚଟି ସ୍ଥାନରେ ଏକକାଳୀନ ଚଢାଉ କରିଛି । ଭଞ୍ଜନଗର ଡିଏଏଚଏ ଜଳସେଚନ ଉପ- ବିଭାଗର ସହକାରୀ ଯନ୍ତ୍ରୀ ଏବଂ ପଞ୍ଚୁ ବେହେରାଙ୍କ ସହିତ ସମ୍ପତିକୁ ଟାର୍ଗେଟ କରି ଚଢାଉ କରିଛି । ସରକାରୀ…

ଭାରତ ପାଇଁ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ନୁଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ବିବାଦ ମଧ୍ୟରେ, ଇରାନ ଘୋଷଣା କରିଛି, ହର୍ମୁଜ୍ ପ୍ରଣାଳୀରେ ଭାରତ ସମେତ ପାଞ୍ଚଟି ବନ୍ଧୁ ରାଷ୍ଟ୍ରର ଜାହାଜ ଉପରେ ଅବରୋଧ ଲଗାଯିବ ନାହିଁ। ଭାରତ ବ୍ୟତୀତ, ରୁଷ, ଚୀନ୍, ପାକିସ୍ତାନ ଏବଂ ଇରାକର ଜାହାଜଗୁଡ଼ିକୁ ସୁରକ୍ଷିତ…

ଆସିଲା ନୂଆ ଅବକାରୀ ନୀତି

ଭୁବନେଶ୍ବର: ଓଡ଼ିଶାରେ ଆସିଲା ନୂଆ ଅବକାରୀ ନୀତି। ଗୃହରେ ଉପସ୍ଥାପନା କଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୨୦୨୬ରୁ ୨୯ ପର୍ଯ୍ୟନ୍ତ ତ୍ରୈବାର୍ଷିକ ନୀତି ଘୋଷଣା କରାଯାଇଛି। ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବଢ଼ାଯିବ। ଲାଇସେନ୍ସ ଶୁଳ୍କ ପ୍ରତି…

ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ପକ୍ଷରୁ ନାରୀ ସୁରକ୍ଷା, ଲିଙ୍ଗ ସମସ୍ୟା ଉପରେ ଗୁରୁତ୍ୱ

ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ ପକ୍ଷରୁ ନାରୀ ସୁରକ୍ଷା, ଲିଙ୍ଗ ସମସ୍ୟା ଉପରେ ଗୁରୁତ୍ୱ ଭବାନୀପାଟଣା (ଜାଗ୍ରତ ଭାରତ) ଟାଉନହଲ୍, ଭବାନୀପାଟଣାରେ ବ୍ଲକ୍ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଲ ତନ୍ମୟ କୁମାର ଦର୍ୱାନ ମୁଖ୍ୟ…

“ପେଟ୍ରୋଲ-ଡିଜେଲ୍ ପର୍ଯ୍ୟାପ୍ତ ଅଛି: ସର୍ବଦଳୀୟ ବୈଠକରେ ସରକାରଙ୍କ ଦୃଢୋକ୍ତି”

ନୁଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ପରିସ୍ଥିତି ଉପରେ ଦେଢ଼ ଘଣ୍ଟା ଧରି ଚାଲିଥିବା ସର୍ବଦଳୀୟ ବୈଠକରେ, ପେଟ୍ରୋଲିୟମ୍ ମନ୍ତ୍ରୀ ଏବଂ ବୈଦେଶିକ ମନ୍ତ୍ରୀ ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇଛନ୍ତି। ସରକାର କହିଛନ୍ତି ଯେ, କୌଣସି ପେଟ୍ରୋଲିୟମ୍ ଉତ୍ପାଦର ଅଭାବ ନାହିଁ ଏବଂ ଯୋଗାଣ ସମ୍ପୂର୍ଣ୍ଣ…

ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ରାଜ୍ୟସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ଉଦବୋଧନ ଦେଇ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ସରକାରଙ୍କ ମତ ଉପସ୍ଥାପନ କରିଥିଲେ। ସେ କହିଥିଲେ ଯେ ତିନି ସପ୍ତାହରୁ ଅଧିକ ସମୟ ଧରି ଚାଲୁଥିବା ଏହି ସଂଘର୍ଷ ଗଭୀର ବିଶ୍ୱ…

ଆଞ୍ଚଳିକ ସଂଯୋଗୀକରଣ ଯୋଜନା-ସଂଶୋଧିତ ଉଡ଼ାନ ଯୋଜନାକୁ କ୍ୟାବିନେଟ୍‌ ଅନୁମୋଦନ

ନୁଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ସଂଶୋଧିତ ଆଞ୍ଚଳିକ ସଂଯୋଗୀକରଣ ଯୋଜନା – ଉଡ଼ାନର ଶୁଭାରମ୍ଭ ଏବଂ କାର୍ଯ୍ୟକାରିତା ପ୍ରସ୍ତାବକୁ ଅନୁମୋଦନ କରିଛି। ୨୦୨୬-୨୭ ଆର୍ଥିକ ବର୍ଷରୁ ୨୦୩୫-୩୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଦଶ ବର୍ଷ ପାଇଁ…

ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ ସମସ୍ତ ଜିଲ୍ଲାପାଳଙ୍କ ସହ ଏକ ଉଚ୍ଚସ୍ତରୀୟ…

You missed