ଭବାନୀପାଟଣା ରେ ମହିଳା ଆୟୋଗ ଦ୍ବାରା ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଭବାନୀପାଟଣା ରେ ମହିଳା ଆୟୋଗ ଦ୍ବାରା ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ । ଭବାନୀପାଟନା,(ଜାଗ୍ରତ ଭାରତ) ମହିଳାଙ୍କ ବିରୁଦ୍ଧରେ ଘରୋଇ ହିଂସା, ନିର୍ଯ୍ୟାତନା, ଯୌତୁକ ନିର୍ଯ୍ୟାତନା, ସମ୍ପତ୍ତି ବିବାଦ, କାର୍ଯ୍ୟାସ୍ଥଳରେ ନିର୍ଯ୍ୟାତନା, ସାଇବର ଅପରାଧ, ପରିତ୍ୟାଗ, ବୈବାହିକ ବିବାଦ ଏବଂ ମହିଳା ଅଧିକାର…
