ଭୁବନେଶ୍ୱରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ: ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୭/୦୩ : କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆଜି ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ସ୍ୱାଗତ କରିଛନ୍ତି । ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ସ୍ୱାଗତ କରିବା…
