Month: March 2026

ବ୍ଲାଙ୍କ ଚେକ୍ ଦେଇ କଂଗ୍ରେସ ବିଧାୟକଙ୍କୁ ୫ କୋଟି ଲେଖାଏଁ ଯାଚୁଛନ୍ତି – ସପ୍ତଗିରି

ନୁଆଦିଲ୍ଲୀ : ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ। ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବାକୁ ଥିବାବେଳେ ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ। ଏଥିଲାଗି ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଆଜି ଘୋଡା ବେପାର…

“ଗ୍ରାମୋଦୟ” ଅଭିଯାନ: ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ୪୮୫ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ

ଭୁବନେଶ୍ୱର: ଓଡ଼ିଶାର ଦୁର୍ଗମ ତଥା ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଏବଂ ସେମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ କ୍ରୀଡ଼ା…

ପିଏନ୍‌ଜି ଥିଲେ ମିଳିବନି ଏଲ୍‌ପିଜି

ନୁଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ଦେଶକୁ ଅଶୋଧିତ ତେଲ, ଏଲ୍‌ପିଜି ଆମଦାନୀ ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରାଳୟ ଶନିବାର ଏଲ୍‌ପିଜି ଯୋଗାଣ ସମେତ ପେଟ୍ରୋଲ୍‌, ଡିଜେଲ୍‌ ବିକ୍ରି ଉପରେ କେତେକ କଟକଣା…

ଦୋକାନରେ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ବାପ-ପୁଅ

ଖୋର୍ଦ୍ଧା: ଶୋଇଥିବା ବେଳେ ଜୀବନ୍ତ ଜଳିଗଲେ ବାପ-ପୁଅ । ଖୋର୍ଦ୍ଧା ସାନପଦର ଅଞ୍ଚଳରେ ଘଟିଛି ଏ ଦୁଃଖଦ ଘଟଣା। ଦୋକାନରେ ଶୋଇଥିବା ବେଳେ ବାପ ପୁଅ ଜଳି ଯାଇଛନ୍ତି । ମୃତକ ହେଲେ ସାନପଦର ଗାଁର ରାଜେଶ କୁମାର ସାହୁ ଓ…

ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ

ନେପାଳର ଗୋରଖା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ସାତ ଜଣ ଭାରତୀୟ ତୀର୍ଥଯାତ୍ରୀଙ୍କ ଜୀବନ ଚାଲିଯାଇଛି। ମନକାମନା ମନ୍ଦିର ଦର୍ଶନ କରି ଶ୍ରଦ୍ଧାଳୁମାନେ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଫେରୁଥିବା ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ପ୍ରଶାସନ…

ଯୁଦ୍ଧ ପାଇଁ ବଢ଼ିଲା ବିମାନ ଭଡ଼ା;ଏୟାର ଇଣ୍ଡିଆ ପରେ ଇଣ୍ଡିଗୋ ବଢ଼ାଇଲା ଭଡ଼ା

ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିଛି |ପଶ୍ଚିମ ଏସିଆରେ ଚାଲିଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ଇରାନ ସହ ଜଡ଼ିତ ସଂଘର୍ଷ କାରଣରୁ ଅଶୋଧିତ ତୈଳ ଦର…

୧୬ରେ ବିଧାନସଭା ବୈଠକ ବନ୍ଦ

ରାଜ୍ୟସଭା ନିର୍ବାଚନ ଲାଗି ଚଳିତ ମାସ ୧୬ ପୂର୍ବାହ୍ଣ ୯ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ଥିବାରୁ ଏହିଦିନ ବିଧାନସଭା ବୈଠକ ହେବନାହିଁ। ଶୁକ୍ରବାର ଗୃହରେ ଗୃହୀତ କାର୍ଯ୍ୟ ପରାମର୍ଶଦାତା କମିଟିଙ୍କ ରିପୋର୍ଟ ଅନୁଯାୟୀ ଏହା ସ୍ଥିରିକୃତ ହୋଇଛି। ମାର୍ଚ୍ଚ…

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

କୋଲକାତା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାରେ ୧୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଥିଲେ, “ଆଜି କୋଲକାତାର ଏହି ଭୂମିରୁ ପଶ୍ଚିମବଙ୍ଗ ଓ ସମଗ୍ର…

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

ଭୁବନେଶ୍ଵର: ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଆଗାମୀ ରଥଯାତ୍ରା ପାଇଁ ପୁଲିସ ବ୍ୟବସ୍ଥା କରିବାର ଦାୟିତ୍ୱ ଦିଆଯାଇଛି। ଅତିରିକ୍ତ ଡିଜି ଶ୍ରୀ ପ୍ରିୟଦର୍ଶୀ ରଥଯାତ୍ରା ସମୟରେ ଆଇନଶୃଙ୍ଖଳା ଏବଂ ସୁରକ୍ଷା ଦାୟିତ୍ୱରେ ନିୟୋଜିତ ହେବାକୁ ଥିବା ବିଭିନ୍ନ ପୁଲିସ ୟୁନିଟ୍…

ଆଜିର ରାଶିଫଳ (୧୫ ମାର୍ଚ୍ଚ ୨୦୨୬)

ଆଜି ରବିବାର, ୧୫ ମାର୍ଚ୍ଚ ୨୦୨୬, ‘ଜାଗ୍ରତ ଭାରତ ନ୍ୟୂଜ’ର ସମସ୍ତ ପାଠକ ଓ ଦର୍ଶକମାନଙ୍କ ପାଇଁ ଆଜିର ଦିନଟି କିପରି ରହିବ, ଆସନ୍ତୁ ଜାଣିବା: ​ଆଜିର ରାଶିଫଳ (୧୫ ମାର୍ଚ୍ଚ ୨୦୨୬) ​ମେଷ (Aries) ​ଆଜି ଆପଣଙ୍କ ପାଇଁ କର୍ମକ୍ଷେତ୍ରରେ…