Month: March 2026

ଜିଲ୍ଲା ସ୍ତରୀୟ ଦକ୍ଷତା ବୃଦ୍ଧି ତାଲିମ ଶିବିର କୃଷି ବିଜ୍ଞାନ କେନ୍ଦ୍ରରେ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଦକ୍ଷତା ବୃଦ୍ଧି ତାଲିମ ଶିବିର କୃଷି ବିଜ୍ଞାନ କେନ୍ଦ୍ରରେ ଅନୁଷ୍ଠିତ ପ୍ରାଣୀ ସମ୍ପଦ କ୍ଷେତ୍ରରେ ଆତ୍ମ ନିଯୁକ୍ତି ନିମନ୍ତେ ଜିଲ୍ଲା ସ୍ତରୀୟ ଦକ୍ଷତା ବୃଦ୍ଧି ତାଲିମ କୃଷି ବିଜ୍ଞାନ କେନ୍ଦ୍ରରେ ଗତ ତା ୫/୩/୨୬ ରୁ ତିନି ଦିନ…

ଓଡ଼ିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗ ସୁଦୃଢ଼ ପାଇଁ ୨,୨୨୯ କୋଟି ଟଙ୍କା

କେନ୍ଦ୍ର ଉତ୍ତର-ପୂର୍ବାଞ୍ଚଳ ଯୋଗାଯୋଗ ଏବଂ ବିକାଶ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍. ସିନ୍ଧିଆ ଗତକାଲି ରାଜ୍ୟ ସଭାରେ ଗ୍ରାମୀଣ ଏବଂ ଦୁର୍ଗମ ଅଞ୍ଚଳରେ ମୋବାଇଲ୍ ସଂଯୋଗ ବିସ୍ତାର ପାଇଁ ଓଡ଼ିଶାର ଟେଲିକମ୍ ଅପରେଟରମାନଙ୍କୁ ପ୍ରଦାନ କରାଯାଇଥିବା ସହାୟତା ବିଷୟରେ ସୂଚନା ଦେଇଛନ୍ତି ।…

ଇରାନରେ ଫସି ରହିଛନ୍ତି ୯୦୦୦ ଭାରତୀୟ: ଏମଇଏ

ଇରାନରେ ଫସି ରହିଛନ୍ତି ଭାରତୀୟ। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଗୁରୁବାର ଦିନ ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଭାରତ ଅନେକ ଭାରତୀୟ ଛାତ୍ରଙ୍କୁ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ କରିବାରେ ସାହାଯ୍ୟ କରୁଛି ଏବଂ ଇରାନରେ ଥିବା ଭାରତୀୟଙ୍କ ସୁରକ୍ଷା…

ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୧୮୨୯ ଶିକ୍ଷକ ପଦବୀ

ରାଜ୍ୟର ସମସ୍ତ ଆଦର୍ଶ ବିଦ୍ୟାଳୟରେ ମୋଟ ୧୮୨୯ ଶିକ୍ଷକ ପଦବୀ ଖାଲି ପଡ଼ିଛି। ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ବିଧାନସଭାରେ ସୂଚନା ଦେଇଛନ୍ତି। ଆଜି ଗୃହରେ ସିମୁଳିଆ ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ…

‘ବିକଶିତ ଓଡ଼ିଶା ୨୦୩୬’ର ପରିକଳ୍ପନାକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ

ଭୁବନେଶ୍ୱର: ମାନ୍ୟବର ଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ୱାଇଁ ଆଜି ରାଜ୍ୟ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଶିଳ୍ପ ବିଭାଗର ବଜେଟ୍ ଆକଳନ ଉପସ୍ଥାପନ କରିଛନ୍ତି, ଯାହାକି ପାରିତ ହୋଇଯାଇଛି । ଏହା ଶିଳ୍ପ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା,…

ହ୍ୱିପ ଭାଙ୍ଗିଲେ ୮ କଂଗ୍ରେସ ବିଧାୟକ

ଭୁବନେଶ୍ୱର: ହ୍ୱିପ ଭାଙ୍ଗିଲେ ୮ କଂଗ୍ରେସ ବିଧାୟକ । ୮ କଂଗ୍ରେସ ବିଧାୟକ ହ୍ୱିପ ଭାଙ୍ଗିଥିବା ଅଭିଯୋଗ ହୋଇଛି । ଅଶୋକ କୁମାର ଦାସ, ପବିତ୍ର, ସାଉଁଟା, ଫ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, କାଡ୍ରାକା ଆପାଲା ସ୍ୱାମୀ, ସିଏସ ରାଜନ ଏକକା, ମଙ୍ଗୁ…

୧୭୬୩ ଟି ସ୍କୁଲ ଜରାଜୀର୍ଣ୍ଣ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ୧୭୬୩ ଟି ସ୍କୁଲ ଭଙ୍ଗା ଦଦରା ଅବସ୍ଥାରେ ପଡି ରହିଛି । ଗୃହରେ ଏନେଇ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସମ୍ବଲପୁରରେ ସର୍ବାଧିକ ୧୭୫ଟି ସ୍କୁଲ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି…

୨ ବର୍ଷରେ ୧୯ ହଜାର ୩୯୫ ଜଣଙ୍କୁ ନିଶାମୁକ୍ତ କଲେଣି ରାଜ୍ୟ ସରକାର

ଭୁବନେଶ୍ୱର: ୨ ବର୍ଷରେ ୧୯ ହଜାର ୩୯୫ ଜଣଙ୍କୁ ନିଶାମୁକ୍ତ କଲେଣି ରାଜ୍ୟ ସରକାର । ନିଶା ନିବାରଣ କେନ୍ଦ୍ର ଦ୍ୱାରା ୧୯ ହଜାର ୩୯୫ ଜଣ ଜଣ ହେଲେଣି ନିଶାମୁକ୍ତ । ବିଧାନସଭାରେମ୍ନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଲିଖିତ ଉତ୍ତର…

ଏଏସଆଇ ଅରୁପା ନନ୍ଦା ଦାସଙ୍କୁ ଗିରଫ କଲା ଭିଜିଲାନ୍ସ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ପୋଲିସ ଷ୍ଟେସନର ASI ଅରୂପା ନନ୍ଦ ଦାସଙ୍କୁ ଶୁକ୍ରବାର ଦିନ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ କରାଯାଇଛି। ତାଙ୍କୁ ଏକ ମାମଲାରେ ସାହାଯ୍ୟ କରିବା ଏବଂ ତାଙ୍କ ବ୍ୟବସାୟକୁ ସୁରୁଖୁରୁରେ ଚଳାଇବା ପାଇଁ ଜଣେ ଢାବା…

ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ

ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆଫଗାନିସ୍ତାନ ଦାବି କରିଛି ଯେ ପାକିସ୍ତାନ ସେନା ଏହାର ଅନେକ ଅଞ୍ଚଳ ଉପରେ ଆକ୍ରମଣ କରିଛି, ଯେଉଁଥିରେ କେତେକ ଘର ନଷ୍ଟ ହୋଇଥିବାବେଳେ ମହିଳା ଓ ଶିଶୁଙ୍କ…