ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ
ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲର ଯୁଦ୍ଧ ପାକିସ୍ତାନ ପାଇଁ ବଡ଼ ବିପର୍ଯ୍ୟୟ ପାଲଟିଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଦେଶର ତୈଳ ସଂରକ୍ଷଣ ପାଇଁ ଅନେକ କଠୋର ପଦକ୍ଷେପ ଘୋଷଣା କରିଛନ୍ତି । ତେଲ ଏବଂ ଗ୍ୟାସ୍ ପାଇଁ…
