Month: March 2026

ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

ନୁଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ୟୁଏଇର ବିଭିନ୍ନ ବିମାନବନ୍ଦରରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ସରକାର ଉଦ୍ଧାର କରିଛନ୍ତି। ଗତ ତିନିଦିନ ମଧ୍ୟରେ ଆବୁଧାବି, ଦୁବାଇ, ସାରଜା ଭଳି ବିମାନବନ୍ଦରରୁ ୭୦୦୦ ଭାରତୀୟ ନାଗରିକଙ୍କୁ ଉଦ୍ଧାର କରାଗଲାଣି। ଆଗାମୀ ୪୮ ଘଣ୍ଟା…

ଆଜିର ରାଶିଫଳ

ଆଜି ରବିବାର, ୮ ମାର୍ଚ୍ଚ ୨୦୨୬। ଜାଗ୍ରତ ଭାରତ ନ୍ୟୂଜର ସମସ୍ତ ପାଠକ ଓ ଦର୍ଶକମାନଙ୍କ ପାଇଁ ଆଜିର ଦିନଟି କିପରି ରହିବ, ଆସନ୍ତୁ ଜାଣିବା: ମେଷ (Aries) ବୃଷ (Taurus) ମିଥୁନ (Gemini) କର୍କଟ (Cancer) ସିଂହ (Leo) କନ୍ୟା…

ଯଥେଷ୍ଟ ତେଲ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ବିଭ୍ରାନ୍ତିକର ତଥ୍ୟ ଉପରେ ବିଶ୍ୱାସ କରନ୍ତୁ ନାହିଁ । କେବଳ ସରକାରୀ ତଥ୍ୟ ଉପରେ ବିଶ୍ୱାସ କରନ୍ତୁ । ଆମ ପାଖରେ ଯଥେଷ୍ଟ ତେଲ…

ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବନି ଇରାନ, ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ ମାଗିଲେ କ୍ଷମା

ପଡ଼ୋଶୀ ଦେଶକୁ କ୍ଷମା ମାଗିଲା ଇରାନ । ଯୁଦ୍ଧ ପାଇଁ କରିଥିବା ଆକ୍ରମଣ ଶନିବାର ପଡ଼ୋଶୀ ଗଲ୍ଫ ଦେଶଗୁଡ଼ିକୁ କ୍ଷମା ମାଗିଛନ୍ତି ଇରାନ ରାଷ୍ଟ୍ରପତି ମାସୌଦ ପେଜେଶ୍କିଆନ । ଆମେରିକା ଇସ୍ରାଏଲ୍ ସହ ଯୁଦ୍ଧ ବଢ଼ୁଥିଲେ ବି ଇରାନର ଅନ୍ୟ କେଉଁ…

ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍‌ରେ ଭାରତ-ନ୍ୟୁଜିଲାଣ୍ଡ

T-୨୦ ବିଶ୍ବକପ୍ ୨୦୨୬ର ଫାଇନାଲ୍ ମୁକାବିଲା ରବିବାର ହେବାକୁ ଯାଉଛି । ପ୍ରଥମ ସେମିଫାଇନାଲ୍ରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇ ନ୍ୟୁଜିଲାଣ୍ଡ ଫାଇନାଲକୁ ଯାଇଛି । ଗୁରୁବାର ଇଂଲଣ୍ଡକୁ ୭ ରନ୍ରେ ହରାଇ ଭାରତ ଫାଇନାଲରେ ପ୍ରବେଶ କରିଛି ।…

ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ

ଭାରତରେ ଇରାନର ଯୁଦ୍ଧ ଜାହାଜ। ଶ୍ରୀଲଙ୍କା ନିକଟରେ ‘IRIS Dena’ ଜାହାଜ ଦୁର୍ଘଟଣାର କିଛି ଦିନ ପୂର୍ବରୁ, ଇରାନ ଭାରତକୁ ଏକ ଜରୁରୀ ସାହାଯ୍ୟ ମାଗିଥିଲା । ଇରାନର ଅନ୍ୟ ଏକ ଯୁଦ୍ଧ ଜାହାଜ ‘IRIS Lavan’ ରେ ଯାନ୍ତ୍ରିକ ତ୍ରୁଟି…

ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ଭିଜିଲାନ୍ସ ପଞ୍ଝାରେ ଡେରାବିଶ ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ। ଛତାଛକ ସ୍ଥିତ କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୭ଟି ସ୍ଥାନରେ ରେଡ୍। ସୂଚନାନୁଯାୟୀ, କେନ୍ଦ୍ରାପଡ଼ା ଡେରାବିଶ ଜଳସେଚନ ସହକାରୀ…

ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା

କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା’ । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ’।…

ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ…..

ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟର ମମତା ବାନାର୍ଜୀ ସରକାରଙ୍କ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ଶନିବାର ଦିନ ଉତ୍ତର ବଙ୍ଗଳାରେ ନବମ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀରେ ଯୋଗ ଦେବାକୁ ଯାଇଥିବା ବେଳେ ପ୍ରୋଟୋକଲ୍ ଉଲ୍ଲଂଘନ ଏବଂ କାର୍ଯ୍ୟକ୍ରମ…

ଅଷ୍ଟମ ବାର୍ଷିକ ଉତ୍ସବକୁ ଧୁମଧାମରେ ପାଲିତ ହୋଇଯାଇଛି

ଅଷ୍ଟମ ବାର୍ଷିକ ଉତ୍ସବକୁ ଧୁମଧାମରେ ପାଲିତ ହୋଇଯାଇଛି। କଳାହାଣ୍ଡି ଜୁନାଗଡ଼। (ବାଲେଶ୍ଵର ସୁନାନୀଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ)ତା 04.03.2026 ରିଖ ଦିନ ଶ୍ରୀ ଧୃବ କାନ୍ତ ପାଢୀ ଙ୍କ ସଭାପତିତ୍ବରେ ବିଶ୍ଵନାଥପୁର,ଦେଉଣ୍ଡି ଠାରେ ବଗଡିଆ ପାଢୀ ପରିବାର ର ଅଷ୍ଟମ…