Month: March 2026

ଭିଜିଲାନ୍ସ ପଞ୍ଝାରେ ମଙ୍ଗରାଜପୁର ଆର୍‌ଆଇ, ୩୦ ହଜାର ଟଙ୍କା ନେଉଥିଲେ ଲାଞ୍ଚ

ଚୌଦ୍ଵାର: ଭିଜିଲାନ୍ସ ଜାଲରେ ମଙ୍ଗରାଜପୁର ଆର୍‌ଆଇ ରାଜାରାମ ବାନ୍ଦ୍ରା । ଏକ ମ୍ୟୁଟେସନ ପାଇଁ ୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। କଟକ ଜିଲ୍ଲା-ଟାଙ୍ଗୀ-ଚୌଦ୍ୱାର ତହସିଲ ଅନ୍ତର୍ଗତ ମଙ୍ଗରାଜପୁରର ଆରଆଇ ହେଉଛନ୍ତି ଶ୍ରୀ…

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ଵର:ଓଡ଼ିଶା ସରକାରଙ୍କୁ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ, ରବିବାର ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ କ୍ୟାଡରରେ ଏକ ବଡ଼ ଧରଣର ଅଦଳବଦଳ ଘୋଷଣା କରିଛି । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ଦ୍ୱାରା ଜାରି ସରକାରୀ…

ପାକିସ୍ତାନରେ ଦୁଇ ଦିନିଆ ଲକଡାଉନ୍

ଇସ୍‌ଲାମବାଦ : ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଉତ୍ତେଜନା କାରଣରୁ ସାରା ବିଶ୍ୱରେ ତୈଳ ସଙ୍କଟ ଦେଖାଦେଇଛି । ଏହାର ସବୁଠାରୁ ଭୟଙ୍କର ପ୍ରଭାବ ପଡ଼ୋଶୀ ଦେଶ ପାକିସ୍ତାନ ଉପରେ ପଡ଼ିଥିବା ଦେଖିବାକୁ ମିଳିଛି। ପୂର୍ବରୁ କାଙ୍ଗାଳ ଅବସ୍ଥାରେ ଥିବା…

ବଚପନ ପ୍ଲେ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଚପନ ପ୍ଲେ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ବଅଁରପାଳ, ୨୯/୩,(ଜାଗ୍ରତ ଭାରତ ନ୍ୟୁଜ୍) – ବଅଁରପାଳ ବ୍ଲକ ବୁଢ଼ାପଙ୍କ ପଞ୍ଚାୟତ ଠାରେ ଥିବା ବଚପନ ପ୍ଲେ ସ୍କୁଲ ର ପ୍ରଥମ ବାର୍ଷିକ ଉତ୍ସବ ଗତ ଶନିବାର ଅନୁଷ୍ଠିତ ହୋଇଯାଇଛି ।…

ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ

ମସ୍କୋ,: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ରୁଷିଆ ୧ ଏପ୍ରିଲ, ୨୦୨୬ ରୁ ପେଟ୍ରୋଲ (ପେଟ୍ରୋଲ) ରପ୍ତାନି ଉପରେ ପ୍ରତିବନ୍ଧକ…

ଏପ୍ରିଲ ପହିଲାରୁ ସୁଭଦ୍ରା ପାଇଁ ନୂଆ ପଞ୍ଜୀକରଣ

ରଜ୍ୟରେ ନୂତନ ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଆଗାମୀ ଏପ୍ରିଲ ୧ ତାରିଖରୁ ଏଥିନେଇ ଆବେଦନ ଆରମ୍ଭ ହେବ ବୋଲି ଘୋଷଣା କରିଛନ୍ତି ଶ୍ରୀମତୀ ପରିଡ଼ା। ସୁଭଦ୍ରା ଯୋଜନାରେ ନୂତନ ଆବେଦନ ପାଇଁ ରାଜ୍ୟ…

ଭାରତର ସର୍ବବୃହତ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବିମାନ ସେବାକୁ ବଳ । ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ୧୧ ହଜାର ୨୦୦ କୋଟି ଟଙ୍କାରେ ନିର୍ମିତ ଉତ୍ତର ପ୍ରଦେଶରେ ଭାରତର ସର୍ବବୃହତ ଅତ୍ୟାଧୁନିକ ଏୟାରପୋର୍ଟ । ବର୍ଷକୁ ୭ କୋଟି ଲୋକଙ୍କୁ ମିଳିବ…

ଆଉ ନାହାନ୍ତି ପୂର୍ବତନ ରେମଣ୍ଡ ଅଧ୍ୟକ୍ଷ ଡକ୍ଟର ବିଜୟପତ ସିଂଘାନିଆ

ନୁଆଦିଲ୍ଲୀ: ଭାରତୀୟ ପୋଷାକ ଶିଳ୍ପର ଜଣେ ପ୍ରବୀଣ ବ୍ୟକ୍ତି ଏବଂ ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ପଦ୍ମଭୂଷଣ ଡକ୍ଟର ବିଜୟପତ ସିଂଘାନିଆଙ୍କର ପରଲୋକ ଘଟିଛି। ଶନିବାର ସନ୍ଧ୍ୟାରେ ମୁମ୍ବାଇରେ ତାଙ୍କର ଦେହାନ୍ତ ଘଟିଥିବାବେଳେ ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ…

ମହାନଦୀ ଜଳ ବିବାଦ: ଏପ୍ରିଲ ୧୧ରେ ପରବର୍ତ୍ତୀ ଶୁଣାଣି

କଟକ: ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦର ଶୁଣାଣି ହୋଇଛି । ଟ୍ରିବ୍ୟୁନାଲ ଅଧ୍ୟକ୍ଷ ବେଲା ତ୍ରିବେଦୀଙ୍କ ଅଧ୍ୟକ୍ଷତାରେ ଏହି ଶୁଣାଣି କରାଯାଇଛି । ପରବତ୍ତୀ ଶୁଣାଣି ଏପ୍ରିଲ ୧୧ ତାରିଖରେ ଅନୁଷ୍ଠିତ ହେବ । ଶୁଣାଣି ବେଳେ ଓଡ଼ିଶା ପକ୍ଷରୁ ଏଜି…

ଦଶପଲ୍ଲା ଦୁର୍ଘଟଣା: ୪ଲକ୍ଷ ସହାୟତା

ଭୁବନେଶ୍ୱର: ଦଶପଲ୍ଲା ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରାଯାଇଛି । ସିଏମଆରଏଫ ପାଣ୍ଠିରୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୫ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି । ସୂଚନା…

You missed