ଆମେରିକା F-15 ଯୁଦ୍ଧ ବିମାନକୁ ଖସାଇଲା ଇରାନ ! ପାରାସୁଟ୍ ସାହାଯ୍ୟରେ ଡେଇଁପଡିଲେ ପାଇଲଟ୍
କୁଏତ – ଖସିଲା ଆମେରିକାର F-15 ଯୁଦ୍ଧ ବିମାନ । ଇରାନ ସହିତ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଆମେରିକା ବାୟୁସେନାର ଏକ F-15E ଷ୍ଟ୍ରାଇକ୍ ଇଗଲ୍ ଯୁଦ୍ଧବିମାନ କୁଏତର ପଶ୍ଚିମ ଭାଗରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରାଥମିକ ସୂଚନା ଅନୁଯାୟୀ,…
