ଟେରାକୋଟା କୃତି ପ୍ରସ୍ତୁତିରେ ବିଶ୍ଵ ରେକର୍ଡ଼
ଭୁବନେଶ୍ୱର: ଟେରାକୋଟା କୃତି ପ୍ରସ୍ତୁତିରେ ବିଶ୍ଵ ରେକର୍ଡ଼ କରିଛି ଓଡ଼ିଶା । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଆୟୋଜିତ “ଭବ୍ୟ ଟେରାକୋଟା କୃତି ପ୍ରସ୍ତୁତି” ପ୍ରତିଯୋଗିତାରେ ଦୁଇଟି ନୂଆ କୀର୍ତ୍ତିମାନ “ୱାର୍ଲ୍ଡ ବୁକ୍ ଅଫ୍ ରେକର୍ଡସ୍” ଲିପିବଦ୍ଧ ହୋଇଛି…
