Month: April 2026

୨୮୦ କୋଟି ଟଙ୍କା ମୂଲ୍ୟର ୧୨୪ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

ଆଜି ଦେବଗଡ଼ ଜିଲ୍ଲାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାୟ ୨୮୦ କୋଟି ଟଙ୍କା ମୂଲ୍ୟର ୧୨୪ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବା ସହିତ ଯୋଗ୍ୟ ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନା ହସ୍ତାନ୍ତରଣ କରିଛନ୍ତି । ଏହି…

ବାରବାଟୀ କୁ ମିଶାଇ ରହିଛି ଦେଶର ୬ ଷ୍ଟାଡିୟମଙ୍କୁ ଏନଜିଟି ଛାଟ

ଭୁବନେଶ୍ୱର: ଭୂତଳ ଜଳ ଅପବ୍ୟବହାର ଅଭିଯୋଗରେ ବାରବାଟୀ ସହିତ ଦେଶର ୬ ଷ୍ଟାଡିୟମଙ୍କୁ ଏନଜିଟି ଛାଟ। ବିନା ଏନଓସିରେ ପିଚ୍ ରକ୍ଷଣାବେକ୍ଷଣ ପାଇଁ ଭୂତଳ ଜଳର ଅପବ୍ୟବହାର ହେଉଥିବା କହିଛନ୍ତି ନ୍ୟାସନାଲ୍ ଗ୍ରୀନ୍ ଟ୍ରିବୁନାଲ୍। ଜଳ ସଂରକ୍ଷଣ ସମ୍ବନ୍ଧୀୟ ନିର୍ଦ୍ଦେଶ ପାଳନ…

ଇନଷ୍ଟାରେ ୧୦ ଲକ୍ଷ ଫଲୋଅର୍ସ ହରାଇଲେ ସାଂସଦ ରାଘବ ଚଢ଼ା

ଇନଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ ହରାଇଲେ ସାଂସଦ ରାଘବ ଚଢ଼ା । ଆପ ଛାଡ଼ି ପଦ୍ମ ଧରିବା ପରେ ରାଜ୍ୟସଭା ସାଂସଦ ରାଘବ ଚଢ଼ାଙ୍କ ଫଲୋୟର୍ସ ସଂଖ୍ୟାରେ ବଡ଼ ହ୍ରାସ ଘଟିଛି । ପାର୍ଟି ପରିବର୍ତ୍ତନ ପରେ ତାଙ୍କର ଇନଷ୍ଟାଗ୍ରାମ୍ ଫଲୋଅର୍ସ…

ବଲାଙ୍ଗିରରେ ଲୋକଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଦିନ ବଲାଙ୍ଗିର ସର୍କିଟ୍ ହାଉସ୍ ଠାରେ ଲୋକମାନଙ୍କୁ ଭେଟି ଆଲୋଚନା କରିବା ସହ ସେମାନଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କରିଛନ୍ତି। ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି…

ଆମ ବସ୍ ଧକ୍କାରେ ଦମ୍ପତି ଗୁରୁତର

କଟକ : ଆଜି କଟକରେ ଆମ ବସ୍ ଧକ୍କା ଦେବାରୁ ଏକ ଦମ୍ପତି ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ କ୍ୟାଣ୍ଟନମେଣ୍ଟ ରୋଡରେ ଥିବା ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଘର ପାଖରେ ଏକ ବାଇକ୍ ରେ ଏକ…

ଜିଲ୍ଲାସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ

ଜିଲ୍ଲାସ୍ତରୀୟ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ମ୍ୟାଲେରିଆ ମୁକ୍ତ ସମାଜ ଗଠନ ପାଇଁ ପ୍ରଶାସନର ସଂକଳ୍ପ ଅନୁଗୋଳ, ୨୫.୦୪ : ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଆଜି ପୂର୍ବାହ୍ନରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପ୍ରଶିକ୍ଷଣ କେନ୍ଦ୍ରଠାରେ ‘ବିଶ୍ୱ ମ୍ୟାଲେରିଆ ଦିବସ’ ପାଳିତ…

ତେହେରାନ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିମାନ ଉଡ଼ାଣ ଆରମ୍ଭ

ନୁଆଦିଲ୍ଲୀ: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧର ଦୁଇ ମାସ ପରେ ତେହେରାନ ବିମାନବନ୍ଦର ପୁଣି ଖୋଲିଛି । ଯଦିଓ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଏବେ ଶେଷ ହୋଇଛି, ତଥାପି ଉତ୍ତେଜନା ବୃଦ୍ଧି ପାଇଛି । ଏହି ସମୟରେ…

ନୀତି ଆୟୋଗର ଉପାଧ୍ୟକ୍ଷ ହେଲେ ଅର୍ଥନୀତିଜ୍ଞ ଅଶୋକ ଲାହିରୀ

ନୁଆଦିଲ୍ଲୀ: ନୀତି ଆୟୋଗର ଉପାଧ୍ୟକ୍ଷ ଭାବରେ ଅର୍ଥନୀତିଜ୍ଞ ଅଶୋକ କୁମାର ଲାହିରୀଙ୍କୁ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନର ଉପାଧ୍ୟକ୍ଷ ସୁମନ କେ. ବେରୀଙ୍କ ସ୍ଥାନ ନେବେ।ଶ୍ରୀ ଲାହିରୀଙ୍କ ସହିତ ସରକାର ରାଜୀବ ଗୌବା, କେ. ଭି. ରାଜୁ, ଗୋବର୍ଦ୍ଧନ ଦାସ, ଏମ୍.…

ସରକାରୀ ଅର୍ଥ ହରିଲୁଟ୍‌ ମାମଲା: ଦୁଇ ଯନ୍ତ୍ରୀ ଦୋଷୀ ସାବ୍ୟସ୍ତ

ସମ୍ବଲପୁର: ସମ୍ବଲପୁର ଜିଲା ମାନେଶ୍ୱର ବ୍ଲକର ଦୁଇଜଣ ପୂର୍ବତନ ଯନ୍ତ୍ରୀ ଏକ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମାନେଶ୍ୱର ବ୍ଲକର ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ସଦାନନ୍ଦ ପ୍ରଧାନ ଏବଂ ବର୍ତ୍ତମାନ ନୟାଗଡ଼ ଜିଲା ଦଶପଲାସ୍ଥିତ ବୃତାଙ୍ଗ ଜଳସେଚନ ପ୍ରକଳ୍ପର ସହକାରୀ…

ଖୁବଶୀଘ୍ର ଇରାନ-ଆମେରିକା ଦ୍ବିତୀୟ ପର୍ଯ୍ୟାୟ ଶାନ୍ତି ବୈଠକ, US ସହ ସିଧା ଆଲୋଚନା କରିବନି କହିଲା ଇରାନ

ଇସଲାମାବାଦ ଶାନ୍ତିଆଲୋଚନାକୁ ନେଇ ବଢିଲା ଆଶା । ସଫଳ ହେବ ତ ଇରାନ-ଆମେରିକା ଦ୍ୱିତୀୟ ପର୍ଯ୍ୟାୟ ଆଲୋନଚା ? ଇରାନ ଓ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ନଜର ଏବେ ପାକିସ୍ତାନ ଉପରେ ରହିଛି । ଇରାନ…