ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ରାଜ୍ୟର ୨୭ଟି ଜିଲ୍ଲାରେ ବିବାହ ବନ୍ଧନରେ ଆବଦ୍ଧ ହେଲେ ପ୍ରାୟ ୧,୦୦୦ ଦମ୍ପତ୍ତି
ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ତରଫରୁ ଆଜି ସମଗ୍ର ରାଜ୍ୟରେ ଏକ ଐତିହାସିକ ସଫଳତା ହାସଲ କରାଯାଇଛି। ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ ଅନ୍ତର୍ଗତ ଆଜି ଓଡ଼ିଶାର ୨୭ଟି ଜିଲ୍ଲାରେ ଗୋଟିଏ ଦିନରେ ପ୍ରାୟ ୧,୦୦୦ ଦମ୍ପତ୍ତିଙ୍କର ବିବାହ…
