Month: April 2026

ସମୃଦ୍ଧ ଓଡ଼ିଶା ନେଇ ବିଜୁ ବାବୁ ଦେଖିଥିବା ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଉପ…

ଲୋକସଭାରେ ଖାରଜ ହେଲା ମହିଳା ସଂରକ୍ଷଣ ବିଲ୍: ସପକ୍ଷରେ ପଡିଲା ମାତ୍ର ୨୯୮ ଭୋଟ୍

ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନରେ ଆଜି ମହିଳା ସଂରକ୍ଷଣ ଏବଂ ପରିସୀମନ ଉପରେ ଭୋଟ୍ ଦେବା ପରେ ବିଲ୍ ଖାରଜ ହୋଇଛି। ଏହା ୫୦% ଜନସଂଖ୍ୟାଙ୍କ ଆଶାକୁ ଏକ ବଡ଼ ଝଟକା ବୋଲି କୁହାଯାଉଛି। ଲୋକସଭା ବାଚସ୍ପତି ଓମ୍ ବିର୍ଲା…

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

ଓଲିଉଡ଼ ସିନେ ଇଣ୍ଡଷ୍ଟ୍ରି ଏବେ ଯୁବପୀଢ଼ିଙ୍କ କାନ୍ଧରେ l ୟଙ୍ଗ ଟ୍ୟାଲେଣ୍ଟେଡ ଟେକ୍ନିସିଆନ୍ସଙ୍କ ମାଧ୍ୟମରେ ଓଡ଼ିଆ ସିନେ ଇଣ୍ଡଷ୍ଟ୍ରିର ଶୁଭ ଦିନ ଆସିଛି l ଆମ ମାଟିର ମୌଳିକ କାହାଣୀକୁ ନେଇ ଗୋଟିଏ ପରେ ଗୋଟିଏ ହିଟ୍ ସିନେମା ଭେଟି ଦେଉଛନ୍ତି…

ପାଦୁକା ମନ୍ଦିରରେ ଧ୍ବଜାରୋହଣ କାର୍ଯ୍ୟକ୍ରମ

ପାଦୁକା ମନ୍ଦିରରେ ଧ୍ବଜାରୋହଣ କାର୍ଯ୍ୟକ୍ରମ ଭଟଲି (ଅଭିମନ୍ୟୁ ପଧାନ ): ଭଟଲିର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ଦଧିବାମନ ଜିଉଙ୍କ ଆବିର୍ଭାବସ୍ଥଳ ଚକ୍ର ପୁଷ୍କରିଣୀରେ ଥିବା ପାଦୁକା ମନ୍ଦିରରେ ଶୁକ୍ରବାର ବୈଶାଖ ଅମାବାସ୍ୟା ତିଥିରେ ପରମ୍ପରା ଅନୁସାରେ ନୂତନ ଧ୍ବଜାରୋହଣ କାର୍ଯ୍ୟକ୍ରମ…

ତ୍ରୟୋଦଶତମ ଅନୁଗୋଳ ମହୋତ୍ସବ-୨୦୨୬ ଉଦ୍‌ଘାଟନଅନୁଗୋଳ ମହୋତ୍ସବ-୨୦୨୬: ଶିଳ୍ପ, ସଂସ୍କୃତି ଓ ବିକାଶର ନୂଆ ଦିଗ- ମୁଖ୍ୟମନ୍ତ୍ରୀ

ତ୍ରୟୋଦଶତମ ଅନୁଗୋଳ ମହୋତ୍ସବ-୨୦୨୬ ଉଦ୍‌ଘାଟନଅନୁଗୋଳ ମହୋତ୍ସବ-୨୦୨୬: ଶିଳ୍ପ, ସଂସ୍କୃତି ଓ ବିକାଶର ନୂଆ ଦିଗ- ମୁଖ୍ୟମନ୍ତ୍ରୀ ୫୫୯ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ତାଳଚେରରେ କୋଲ୍ ଗ୍ୟାସିଫିକେସନ ପ୍ଲାଣ୍ଟ: ଉର୍ଜା ସୁରକ୍ଷା ଓ ନିଯୁକ୍ତିର ନୂଆ ଆଶାପାରାଦୀପରୁ ରାଉରକେଲା ପର୍ଯ୍ୟନ୍ତ ଶିଳ୍ପ…

ଆଜିର ରାଶିଫଳ

ଜାଗ୍ରତ ଭାରତ ନ୍ୟୁଜ୍‌ର ସମସ୍ତ ପାଠକଙ୍କୁ ସ୍ୱାଗତ। ଆଜି ୧୮ ଏପ୍ରିଲ ୨୦୨୬, ଶନିବାର। ଆସନ୍ତୁ ଜାଣିବା ଆଜିର ରାଶିଫଳ, ଶୁଭ ରଙ୍ଗ, ସଂଖ୍ୟା ଏବଂ ପ୍ରତିକାର ବିଷୟରେ: ମେଷ (Aries) ବୃଷ (Taurus) ମିଥୁନ (Gemini) କର୍କଟ (Cancer) ସିଂହ…

ଇତିହାସ ବିଭାଗର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା: କିଛି ସ୍ମୃତି କଲେଜ ପାଇଁ ଇତିହାସ ହୋଇ ରହିଯାଏ

ଇତିହାସ ବିଭାଗର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା: କିଛି ସ୍ମୃତି କଲେଜ ପାଇଁ ଇତିହାସ ହୋଇ ରହିଯାଏ ବାଲିଗୁଡା, ତା, ୧୭/୦୪:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଏ,ଏମ,ସି,ଏସ ମହାବିଦ୍ୟାଳୟ ପରିସରରେ…

ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ

ବାଲିଗୁଡା ରେ ବିଜୁ ବାବୁଙ୍କ ୨୯ ତମ ତିରୋଧାନ ଦିବସ ବାଲିଗୁଡା, ତା, ୧୭/୦୪:(ସୁଶୀଳ କୁମାର ପାଣିଗ୍ରାହୀ କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ବାଲିଗୁଡ଼ା ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟ ପରିସରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ…

ପୋଲିସ ପାଟ୍ରୋଲିଂ ବେଳେ କାଠ ପଟା ବୋଝେଇ ମିନି ଟ୍ରକ ଜବତ : ୩ ଜଣ ଗିରଫ

ପୋଲିସ ପାଟ୍ରୋଲିଂ ବେଳେ କାଠ ପଟା ବୋଝେଇ ମିନି ଟ୍ରକ ଜବତ : ୩ ଜଣ ଗିରଫ ବାଲିଗୁଡା, ତା, ୧୭/୦୪:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଧିକାରୀ ଆଶୁତୋଷ ଜେନାଙ୍କ ସହ ପୋଲିସ…

ଦାରିଙ୍ଗବାଡ଼ି ବ୍ଲକ ର ଦୁର୍ଗମ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ତଦାରଖ କଲେ କନ୍ଧମାଳ ଜିଲ୍ଲାପାଳ

ଦାରିଙ୍ଗବାଡ଼ି ବ୍ଲକ ର ଦୁର୍ଗମ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ତଦାରଖ କଲେ କନ୍ଧମାଳ ଜିଲ୍ଲାପାଳ ବାଲିଗୁଡା, ତା, ୧୭/୦୪, :(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ଦୁର୍ଗମ ତଥା ଅପହଞ୍ଚ ଅଞ୍ଚଳରେ ଚାଲିଥିବା…