Month: April 2026

ଲୋକସଭା ସିଟ ବଢ଼ିଲେ ଗଣତନ୍ତ୍ର ପାଇଁ ଶୁଭଙ୍କର.’: ନବୀନଙ୍କ ଚିଠିର ଉତ୍ତର ଦେଲେ ଆଇନ ମନ୍ତ୍ରୀ

ଲୋକସଭା ସିଟ ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ। ସୀମା ପୁନଃ ନିର୍ଦ୍ଧାରଣ ନେଇ ଦ୍ୱନ୍ଦ୍ୱ ତିଆରି କରିବାର ପରିକଳ୍ପନା ନବୀନଙ୍କ ଭଳି ବରିଷ୍ଠ ନେତାଙ୍କୁ ଶୋଭା ଦେଉନଥିବା ସେ…

ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ

ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ ।ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ’ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ (୩ ମାସ) ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ…

ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ । ୫ ଯବାନ ଆହତ

ଓଡ଼ିଶା ସୀମାନ୍ତ ସରଣ୍ଡା ଜଙ୍ଗଲରେ ବୁଧବାର ଦିନ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ପୁଣି ଗୁଳି ବିନିମୟ ଘଟିଛି। ଏହି ସଂଘର୍ଷରେ ୨୦୫ କୋବ୍ରା ବାଟାଲିୟନର ଇନ୍ସପେକ୍ଟର ସତ୍ୟ ପ୍ରକାଶଙ୍କ ସହ ୫ ଯବାନ ଗୁରୁତର ଆହତ ହୋଇଛନ୍ତି। ସୂଚନାମୁତାବକ ନକ୍ସଲଙ୍କ…

ଆମେରିକା-ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା

ତେହେରାନ : ଆମେରିକା ଓ ଇରାନ ମଧ୍ୟରେ ତୀବ୍ର ଉତ୍ତେଜନା ଭିତରେ ପୁଣି କୁଟନୈତିକ ବାର୍ତ୍ତା ପାଇଁ ଉଦ୍ୟମ ଚାଲିଛି । ଖୁବଶୀଘ୍ର ଦୁଇ ଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ହେବାକୁ ଯାଉଛି । ଉଭୟ ରାଷ୍ଟ୍ର ଦ୍ୱିତୀୟ ପର୍ଯ୍ୟାୟ…

ମହିଳାଙ୍କୁ ୩୩% ସଂରକ୍ଷଣ ପାଇଁ ଆଜିଠାରୁ ସଂସଦର ସ୍ୱତନ୍ତ୍ର ଅଧିବେଶନ

ନୁଆଦିଲ୍ଲୀ: ସଂସଦର ଏକ ଗୁରୁତ୍ୱପୂର୍ଣ୍ଣ ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନ ଗୁରୁବାରଠୁ ଆରମ୍ଭ ହେବାକୁ ଯାଉଛି । ଏହି ଅଧିବେଶନରେ ସରକାର ନାରୀ ଶକ୍ତି ବନ୍ଦନ ଅଧିନିୟମକୁ କାର୍ଯ୍ୟକାରୀ କରିବା ପାଇଁ ଆବଶ୍ୟକ ସମ୍ବିଧାନ ସଂଶୋଧନ ବିଲ ଆଗତ କରିବେ ।…

ଆଜିଠୁ ଓଡ଼ିଶା ସମେତ ୮ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା‌

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ଏଥିପାଇଁ ଜନସଂଖ୍ୟା ନିର୍ଦ୍ଦେଶାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି । ଏପ୍ରିଲ ୧୬ରୁ ମେ ୧୫ ଯାଏଁ ଚାଲିବାକୁ ଥିବା ଏହି ଜନଗଣନା କାର୍ଯ୍ୟକୁ ଠିକ ଭାବେ ପରିଚାଳନା…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ରାଜି ହୋଇଛନ୍ତି। ଏହି ଶାନ୍ତି ଆଲୋଚନା କେବେ ଏବଂ କେଉଁଠାରେ ହେବ…

CBSE ଦଶମ ଫଳାଫଳ: ୫୦୦ରୁ ୫୦୦ ରଖି ଇତିହାସ ରଚିଲେ ଓଡ଼ିଶା ଝିଅ ଟିନା

ଭୂବନେଶ୍ୱର: ପ୍ରକାଶ ପାଇଛି CBSE ଦଶମ ଶ୍ରେଣୀ ପରୀକ୍ଷା ଫଳ। ଏହି ପରୀକ୍ଷାରେ ଓଡ଼ିଶାର ଛାତ୍ରୀ ଟିନା ରଥ ଅସାଧାରଣ ସଫଳତା ହାସଲ କରି ରାଜ୍ୟ ପାଇଁ ଗର୍ବ ଆଣିଛନ୍ତି। ଭୁବନେଶ୍ୱରସ୍ଥିତ ମଦର୍ସ ପବ୍ଲିକ୍ ସ୍କୁଲର ଏହି ଛାତ୍ରୀ ୧୦୦ ପ୍ରତିଶତ…

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ହୋଇପାରିବେନି

ଭୁବନେଶ୍ୱର: ଓଏଏସ ଓ ଓଆରଏସ୍‌ଙ୍କ ବଦଳି ନୀତି ଆଣିଛନ୍ତି ସରକାର । ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ହୋଇପାରିବେନି ଏବଂ ଗୋଟିଏ ଜିଲ୍ଲାରେ ସର୍ବାଧିକ ୬ ବର୍ଷ ରହିପାରିବେ ବୋଲି ସୂଚନା ରହିଛି । ସେହିପରି ବଦଳି ପାଇଁ ଚାପ ପକାଇଲେ…

OUSSSC ପାଇଁ ୭୨ଟି ନୂତନ ପଦବୀ ସୃଷ୍ଟି କରିବାକୁ ସରକାରଙ୍କ ଅନୁମୋଦନ

ଓଡ଼ିଶା ସରକାର ଓଡ଼ିଶା ୟୁନିଫର୍ମଡ୍ ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ (OUSSSC)ର ସାଂସ୍ଥାଗତ କ୍ଷମତାକୁ ସୁଦୃଢ଼ କରିବା ଏବଂ କାର୍ଯ୍ୟକ୍ଷମ ଦକ୍ଷତା ବୃଦ୍ଧି କରିବା ପାଇଁ ୭୨ଟି ନୂତନ ପଦବୀ ସୃଷ୍ଟି କରିବାକୁ ଅନୁମୋଦନ କରିଛନ୍ତି। ଏଥିରେ ସଚିବ, ଅତିରିକ୍ତ ସଚିବ,…