ଆନନ୍ଦପୁର ହେଉଛି ଜ୍ଞାନ ଆହରଣର କ୍ଷେତ୍ର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଏକ ମୁଖ୍ୟ ନଗର ଓ ଏହା ପ୍ରାଚୀନ କାଳରୁ ଏକ ପ୍ରସିଦ୍ଧ ନଗରୀ ଭାବେ ଖ୍ୟାତି ଲାଭ କରିଛି l ଓଡ଼ିଶାର ଧର୍ମ ପରମ୍ପରାରେ ଆନନ୍ଦପୁରର ସ୍ୱତନ୍ତ୍ରତା ରହିଛି ବୋଲି ଆନନ୍ଦପୁର ମହୋତ୍ସବର ଉଦ୍ଯାପନୀ ଅବସରରେ…
