Month: April 2026

ଏନଡିଆରଏଫ୍ ପକ୍ଷରୁ ଟାଟା ଷ୍ଟିଲ୍ ମେରାମଣ୍ଡଳୀରେ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

ଏନଡିଆରଏଫ୍ ପକ୍ଷରୁ ଟାଟା ଷ୍ଟିଲ୍ ମେରାମଣ୍ଡଳୀରେ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ମେରାମଣ୍ଡଳୀ, ଏପ୍ରିଲ ୧୨, ୨୦୨୬: ଜରୁରୀକାଳୀନ ପ୍ରସ୍ତୁତି ଏବଂ ସାମୁଦାୟିକ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ମୁଣ୍ଡଳୀ, ଭୁବନେଶ୍ୱର ସ୍ଥିତ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନଡିଆରଏଫ୍) ଏବଂ…

କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ

କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ ବାଲିଗୁଡା, ତା, ୧୨/୦୪:(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସ୍ଥିତ ଗୋଷ୍ଠୀ ଶିକ୍ଷା…

ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁଝର ଗସ୍ତ: ଲଙ୍ଗଳକଣ୍ଟି ଠାରେ ଅଣ୍ଡରପାସ୍ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର / ଭୁବନେଶ୍ୱର: ସଡ଼କ ସୁରକ୍ଷାରେ ଉନ୍ନତି ଆଣିବା ଏବଂ ଟ୍ରାଫିକ୍ ଗତିକୁ ସହଜ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦୁଝରର ଲଙ୍ଗଳାକାଣ୍ଟି ଠାରେ ନୂତନ NH-20ର ପାଣିକୋଇଲି-ରିମୁଲି ସେକ୍ସନରେ…

ଆମେରିକା ଇରାନ ଆଲୋଚନା – ଅଧା ରହିଲା ଆଜି ହୋଇପାରେ ପୁଣି ଥରେ….

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକଜୁଟ୍ ହୋଇଛନ୍ତି ଇରାନ ଓ ଆମେରିକାର ପ୍ରତିନିଧିମଣ୍ଡଳ। ଇରାନୀ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ନିକଟରେ ସ୍ପଷ୍ଟ ଭାବରେ ଚାରୋଟି ପ୍ରମୁଖ ଦାବି ଉଲ୍ଲେଖ କରିଛନ୍ତି ପ୍ରମୁଖ ଦାବି ଉପସ୍ଥାପନ କରିଛନ୍ତି।…

ପୁରୀରେ ଦେଖିବାକୁ ମିଳିଲା ପଶ୍ଚିମବଙ୍ଗ ନିର୍ବାଚନର ପୋଷ୍ଟର

ପୁରୀ ସହରରେ ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାର ଦେଖିବାକୁ ମିଳିଛି । ସହର ସାରା ବଙ୍ଗୀୟ ଭାଷାରେ ପୋଷ୍ଟର ଛାଇ ଯାଇଛି । ସମୁଦ୍ରକୂଳ, ବସଷ୍ଟାଣ୍ଡ, ସମୁଦ୍ରକୂଳ ବଡଦାଣ୍ଡରେ ବିଜେପିର ପୋଷ୍ଟର ଲଗାଯାଇଛି । ଶ୍ରୀ ଜଗନ୍ନାଥ ଧାମ ଆପଣଙ୍କୁ ସ୍ୱାଗତ କରୁଛି…

୧୨ ନାବାଳକ ରେଳ ଷ୍ଟେସନରୁ ଉଦ୍ଧାର. ମାଗଣା ମଦ୍ରାସା ଶିକ୍ଷା ନାଁରେ ଆସିଥିଲେ ଓଡ଼ିଶା

କଟକ – କଟକ ରେଳ ଷ୍ଟେସନରୁ ୧୨ ଜଣ ନାବାଳକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ରେଳବାଇ ସୁରକ୍ଷା ବଳ- RPFର ‘ଅପରେସନ୍ ନନ୍‌ହେ ଫରିସ୍ତେ’ ଅଭିଯାନ ମାଧ୍ୟମରେ ନାବାଳକଙ୍କୁ ଉଦ୍ଧାର କରାଯାଇଛି । ମାଗଣାରେ ମାଦ୍ରାସାରେ ପଢ଼ାଇବା ନାଁରେ…

ଭାଜପାର ରାଜ୍ୟ ସ୍ଥାୟୀ ନିୟନ୍ତ୍ରତ ସଦସ୍ୟ ଭାବେ ମନୋନୀତ ହେଲେ ସମୀର ଦାଶ।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଙ୍କ ଦ୍ୱାରା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରାଯାଇଛି। ଏହି ତାଲିକାରେ ୭୨ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ୩୮ଜଣ ସ୍ୱତନ୍ତ୍ର ନିମନ୍ତ୍ରିତ…

ନିଯୁକ୍ତି ସନ୍ଧାନକାରୀ ନୁହେଁ, ନିଯୁକ୍ତି ସୃଷ୍ଟିକାରୀ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ଭାରତ ବୈଷୟିକ ଜ୍ଞାନ କୌଶଳର ଭାରତ ହେବ। ଗବେଷଣା, କୃତ୍ରିମ ମେଧା (AI) ଓ Innovation ର ସଠିକ୍ ବ୍ୟବହାର ଦ୍ୱାରା ଦେଶର ସମୃଦ୍ଧି ସୁନିଶ୍ଚିତ ହେବ ବୋଲି କେନ୍ଦୁଝରସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ର ରୌପ୍ୟ ଜୟନ୍ତୀ…

ବିଭିନ୍ନ ମନ୍ଦିର ପରିଚାଳନା ଏବଂ ‘ଦେବୋତ୍ତର ଆଇନ’ର ସମୀକ୍ଷା କଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନଠାରେ ଆଇନ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ସହ ବିଭିନ୍ନ ମନ୍ଦିର ପରିଚାଳନା ଏବଂ ‘ଦେବୋତ୍ତର ଆଇନ’ର ସମୀକ୍ଷା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏହି ସମୀକ୍ଷା ବୈଠକରେ ‘ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ’, ‘OHRE Act’…

ବର୍ଷେ ବଢିଲା ମହାନଦୀ ଟ୍ରିବ୍ୟୁନାଲ୍ ଅବଧି

ଭୁବନେଶ୍ୱର: ଆଉ ବର୍ଷେ ବଢିଲା ମହାନଦୀ ଟ୍ରିବ୍ୟୁନାଲ୍ ଅବଧି । ୨୦୨୭ ଜାନୁଆରୀ ୧୩ ଯାଏଁ ଏହି ଟ୍ରିବ୍ୟୁନାଲ୍‌ର ଅବଧିକୁ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଏନେଇ ଜଳ ସମ୍ପଦ ନଦୀ ବିକାଶ ଓ ଗଙ୍ଗା ସଂରକ୍ଷଣ ମନ୍ତ୍ରଣାଳୟ ପକ୍ଷରୁ…