Month: April 2026

ଓଡ଼ିଶାରେ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ୍‌ ଚିକିତ୍ସା

ଏଣିକି ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ମିଳିବ କ୍ୟାସ୍‌ଲେସ୍‌ ଚିକିତ୍ସା । ଦୁର୍ଘଟଣା ପୀଡିତଙ୍କୁ ତୁରନ୍ତ ଚିକିତ୍ସା ସହାୟତା ପ୍ରଦାନ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ସଡ଼କ ଦୁର୍ଘଟଣାରେ ସମ୍ପୃକ୍ତ ଲୋକଙ୍କ ପାଇଁ କ୍ୟାସ୍‌ଲେସ୍‌ ଚିକିତ୍ସା ଆରମ୍ଭ କରିବାକୁ…

ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଚିଠି

ଭୁବନେଶ୍ୱର ମେଟ୍ରୋ ବର୍ଦ୍ଧିତ ଜନସାଧାରଣଙ୍କ ଚାହିଦା ଏବଂ ସହରର ଦ୍ରୁତ ସହରାଞ୍ଚଳ ପ୍ରସାରଣକୁ ଉଲ୍ଲେଖ କରି ସାଂସଦ ଅପରାଜିତା ଷଡ଼ଙ୍ଗୀ ଓଡ଼ିଶା ସରକାରଙ୍କୁ ଭୁବନେଶ୍ୱରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ କରିବାର ନିଷ୍ପତ୍ତି ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି। ଭୁବନେଶ୍ୱର…

ଇସ୍ତଫା ଦେଲେ ଜଷ୍ଟିସ ଯଶୱନ୍ତ ବର୍ମା, ଘରୁ ମିଳିଥିଲା ବିପୁଳ ଟଙ୍କା

ନୁଆଦିଲ୍ଲୀ : ଆଲ୍ଲାହାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ଇସ୍ତଫା ଦେଇଛନ୍ତି । ନିଜର ଇସ୍ତଫାପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଛନ୍ତି । ଜଷ୍ଟିମ ଯଶୱନ୍ତ ବର୍ମା ବିରୋଧରେ ଗତବର୍ଷ ମାର୍ଚ୍ଚ ୧୪ରେ ଦିଲ୍ଲୀର ସରକାରୀ ବାସଭବନରେ ନିଆଁ ଲାଗିବା ଯୋଗୁଁ…

ହୁମାୟୁନ୍ କବୀରଙ୍କୁ ଓୱେସିଙ୍କ ବଡ଼ ଝଟକା: ଏକାକୀ ବଙ୍ଗଳା ନିର୍ବାଚନ ଲଢ଼ିବ ଏଆଇଏମ୍ଆଇଏମ୍

୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱେସି ହୁମାୟୁନ୍ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟ ଭାଙ୍ଗିବା ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ତାଙ୍କ ଦଳ ବଙ୍ଗଳାରେ ଏକାକୀ ନିର୍ବାଚନ ଲଢ଼ିବ। ଦଳ ଏକ ସୋସିଆଲ…

ବେକାର ଯୁବକ ଯୁବତୀଙ୍କ ପାଇଁ ମାସିକ ୩ ହଜାର: ବଙ୍ଗଳା ପାଇଁ ବିଜେପିର ବଡ଼ ଘୋଷଣା

ଭାରତୀୟ ଜନତା ପାର୍ଟି ଆଜି “ବିଶ୍ୱାସର ପ୍ରତିଜ୍ଞା” ଶୀର୍ଷକରେ ଏହାର ଇସ୍ତାହାର ପ୍ରକାଶ କରିଛି। ଗୃହମନ୍ତ୍ରୀ ଏବଂ ବିଜେପି ନେତା ଅମିତ ଶାହ ଇସ୍ତାହାର ପ୍ରକାଶ କରିଛନ୍ତି। ଦଳ କହିଛି ଯେ, ଏହା ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ବିଶ୍ୱାସର ଏକ ଦସ୍ତାବିଜ…

ପଶ୍ଚିମବଙ୍ଗ ପାଇଁ ବିଜେପି ଇସ୍ତାହାର ଜାରି କଲେ ଅମିତ ଶାହ

ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ନିର୍ବାଚନ ପ୍ରଚାର ଜୋରଦାର ଚାଲିଛି। ଆଜି ବରିଷ୍ଠ ବିଜେପି ନେତା ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପଶ୍ଚିମବଙ୍ଗରେ ବିଜେପି ଇସ୍ତାହାର ପ୍ରକାଶ କରିଛନ୍ତି। କୋଲକାତାର ନ୍ୟୁ ଟାଉନରେ ଇସ୍ତାହାର ପ୍ରକାଶ କରି ଅମିତ ଶାହ କହିଛନ୍ତି…

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

ଅନୁଗୋଳ ଜିଲ୍ଲାରେ ଘଟିଥିବା ଜଣେ ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା କରିବା ଭଳି ସମ୍ବେଦନଶୀଳ ମାମଲାର ଚୁଡାନ୍ତ ରାୟ ଆଜି ପ୍ରକାଶ ପାଇଛି। ଅନୁଗୋଳ ଅତିରିକ୍ତ ଜିଲ୍ଲା ଜଜ ତଥା ସ୍ୱତନ୍ତ୍ର ପୋକ୍ସୋ (POCSO) କୋର୍ଟ ଅଭିଯୁକ୍ତ ବାବୁଲା…

‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରି

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟ ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ‘ଅଟଳ ବସ୍ ଷ୍ଟାଣ୍ଡ’ ଯୋଜନାକୁ ମଞ୍ଜୁରି ମିଳିଛି। ଏହି ଯୋଜନା ଅନୁସାରେ ରାଜ୍ୟର ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ମୁଖ୍ୟାଳୟ ସହ ପର୍ଯ୍ୟଟନ କ୍ଷେତ୍ର ଓ ସହରାଞ୍ଚଳ…

ଆଜିର ରାଶିଫଳ

ଆଜି ୧୧ ଏପ୍ରିଲ ୨୦୨୬, ଶନିବାର। ଜାଗ୍ରତ ଭାରତ ନ୍ୟୁଜ୍‌ର ସମସ୍ତ ପାଠକଙ୍କ ପାଇଁ ପ୍ରତିକାର ସହ ଆଜିର ରାଶିଫଳ: ମେଷ (Aries) ବୃଷ (Taurus) ମିଥୁନ (Gemini) କର୍କଟ (Cancer) ସିଂହ (Leo) କନ୍ୟା (Virgo) ତୁଳା (Libra) ବିଛା…

୫ଘଣ୍ଟା ପରେ ରେଲୱେ ପୋଲିସ”ଅତାବିରା ରେଲୱେ ଷ୍ଟେସନ ରେଳ ଲାଇନ୍ ରୁ ମୃତ ଶବ ଉଦ୍ଧାର

୫ଘଣ୍ଟା ପରେ ରେଲୱେ ପୋଲିସ”ଅତାବିରା ରେଲୱେ ଷ୍ଟେସନ ରେଳ ଲାଇନ୍ ରୁ ମୃତ ଶବ ଉଦ୍ଧାର ବରଗଡ଼:-୧୦.୦୪.୨୦୨୬(ପବିତ୍ର ମେହେର) ବରଗଡ଼ ଜିଲ୍ଲା ଅତାବିରା ରେଲୱେ ଷ୍ଟେସନ ରେଲ ଲାଇନ୍ ରୁ ମୃତ ଶବ ଉଦ୍ଧାର। ବିକାସ ପୁର ଟିଟିଲାଗଡ ପାସେଞ୍ଜର ଟ୍ରେନ…